Tag Archives: kiit student suicide

KIITରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷୋଭ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ

ଭୁବନେଶ୍ୱର,୨।୫:କିଟ ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ସେପଟେ ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ସେ ଟୁଇଟ୍‌ ଯୋଗେ ଘଟଣାକୁ ନେଇ…

KIIT କାଣ୍ଡ: ଅଚ୍ୟୁତ ସାମନ୍ତଙ୍କୁ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୨: KIIT ଛାତ୍ରୀ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ…

KIITରେ ନେପାଳୀ ଛାତ୍ରଙ୍କୁ ଆକ୍ରମଣ ଘଟଣା: ପୋଲିସ ଜାଣିଶୁଣି ଲଗାଇଛି କୋହଳ ଦଫା!

ଭୁବନେଶ୍ୱର,୧୯ା୨(ସତ୍ୟଜିତ୍‌ ରାଉତ): କିଟ୍‌ ବିଶ୍ୱ ବିଦ୍ୟାଳୟରେ ମୃତ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମ୍‌ସଲ୍‌ଙ୍କୁ ନ୍ୟାୟ ଦାବିରେ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରି କ୍ୟାମ୍ପସ୍‌ରୁ ବଳପୂର୍ବକ ବାହାର କରିଦେବା ଘଟଣାରେ ଇନ୍‌ଫୋସିଟି ଥାନା ପୋଲିସ ୩ ଅଧିକାରୀଙ୍କ ସମେତ ୫ଜଣଙ୍କୁ ଗିରଫ କରିଥିଲା।…

KIIT Viral Video: ସାମ୍ନାକୁ ଆସିଲା ଆତ୍ମହତ୍ୟାର ପ୍ରଥମ ଭିଡିଓ, ରୁମ୍‌ କବାଟ ଭାଙ୍ଗି ଭିତରେ ପଶି ଦେଖିଲେ ତ…

ଭୁବନେଶ୍ୱର,୧୯।୨: କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । କିଟ୍‌ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଓଡ଼ିଶା ବିଶ୍ୱ ଦରବାରରେ ପୁଣିଥରେ ନିନ୍ଦିତ ହେବାକୁ ପଡିଛି । ଅନ୍ୟପଟେ ଏହି ଘଟଣାକୁ ନେଇ…

ସାମ୍ନାକୁ ଆସିଲା ନୂଆ Video: ଛାତ୍ରମାନଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ KIIT ସିକ୍ୟୁରିଟି ଗାର୍ଡ

ଭୁବନେଶ୍ୱର,୧୮।୨: KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳର ଛାତ୍ରୀଙ୍କ ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ଭିଡିଓ ସାମ୍ନାକୁ ଆସିବାରେ ଲାଗିଛି। ଯେଉଁଥିରେ ସୁରକ୍ଷାକର୍ମୀଙ୍କଠାରୁ ଆରମ୍ଭ କରି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ, ହଷ୍ଟେଲ ୱାର୍ଡେନ୍ ଏବଂ ସୁରକ୍ଷାକର୍ମୀମାନେ କିପରି ଧମକ ଦେବା ସହିତ ମାଡ଼…

ଥମୁନି କିଟ୍‌ ଅଶାନ୍ତି: ଖରାରେ ବସି ଛାତ୍ରୀଛାତ୍ର କଲେ ପ୍ରତିବାଦ, ଆଣିଲେ ସଙ୍ଗୀନ ଅଭିଯୋଗ

ଭୁବନେଶ୍ୱର,୧୮।୨: ଥମୁନି କିଟ୍‌ ଅଶାନ୍ତି। ପ୍ରଚଣ୍ଡ ଖରାରେ ବସି ଛାତ୍ରୀଛାତ୍ର ନୀରବ ପ୍ରତିବାଦ କରିଛନ୍ତି। କିପରି ହଷ୍ଟେଲ ଛାଡ଼ିବା ପାଇଁ ବାଧ୍ୟ କରାଯାଇଥିଲା ତାହା ଛାତ୍ରୀଛାତ୍ର କହିଛନ୍ତି। ମାଡ଼ ମରାଯିବା ସହ ମୋବାଇଲ, ଲାପଟପ ଛଡ଼ାଇ ନେଇଥିବା ଅଭିଯୋଗ କରିଛନ୍ତି ଛାତ୍ରୀଛାତ୍ର।…

KIIT ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କଲା କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ

କାଠମାଣ୍ଡୁ,୧୭।୨: ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ଏହି ଘଟଣାକୁ ନେଇ କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ ଗଭୀର ଦୁଃଖ ପ୍ରକାଶ କରିଛି। ଅନ୍ୟପଟେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି…

କିଟ୍‌ରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ହସ୍ତକ୍ଷେପ କଲେ ନେପାଳ ପ୍ରଧାନମନ୍ତ୍ରୀ, ଟୁଇଟ୍‌ କରି କହିଲେ…

ଭୁବନେଶ୍ୱର,୧୭।୨: କିଟ୍‌ କ୍ୟାମ୍ପସ ହଷ୍ଟେଲରେ ଜଣେ ବିଦେଶୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଅସନ୍ତୋଷ ତେଜିଛି। ବର୍ତ୍ତମାନ କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ନେପାଳ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିଛନ୍ତି। ଦିଲ୍ଲୀ ସ୍ଥିତ ଦୂତାବାସରୁ ୨ ଅଫିସର ଓଡ଼ିଶା ଆସୁଥିବା ପ୍ରଧାନମନ୍ତ୍ରୀ ସୂଚନା…

Video: ନେପାଳୀ ଯୁବତୀଙ୍କ ମୃତ୍ୟୁକୁ ନେଇ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ନାଲିଆଖି, KIIT ଅଧ୍ୟାପକଙ୍କ ଭିଡିଓ ଭାଇରାଲ୍

ଭୁବନେଶ୍ୱର,୧୭।୨: ରବିବାର ସନ୍ଧ୍ୟାରେ ଜଣେ ବି.ଟେକ୍ ତୃତୀୟ ବର୍ଷର ଛାତ୍ରୀ ଏକ ହଷ୍ଟେଲ୍ ଭିତରେ ଆତ୍ମହତ୍ୟା କରିବା ପରେ ଭୁବନେଶ୍ୱର KIIT ବିଶ୍ୱବିଦ୍ୟାଳୟ ପରିସରରେ ଏବଂ ବାହାରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ବିଶ୍ୱବିଦ୍ୟାଳୟ ପରିଚାଳନା ଦ୍ୱାରା ନିଆଯାଇଥିବା ବିରୋଧ ଏବଂ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?