Tag Archives: KIIT UNICERSITY

ନେପାଳ ଛାତ୍ରଙ୍କ ଆତ୍ମହତ୍ୟା, ପ୍ରତିବାଦ, ଧମକ: KIITକୁ ରିପୋର୍ଟ ମାଗିଲା UGC

ଭୁବନେଶ୍ୱର,୨୫ା୨: ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ, ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ, କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି(KIIT) ଠାରୁ ଏହାର କ୍ୟାମ୍ପସରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ଏବଂ ତା’ପରେ ଛାତ୍ରଙ୍କ ବିରୋଧ, କ୍ୟାମ୍ପସରେ ନେପାଳୀ ଛାତ୍ରଙ୍କ ପ୍ରତି ଦୁର୍ବ୍ୟବହାର ଏବଂ…

KIIT ଜମି….,ଜବରଦଖଲ ଜମିକୁ ଅବରୋଧମୁକ୍ତ କରିବାକୁ ସ୍ପେଶାଲ ଡ୍ରାଇଭ ହେବ: ମନ୍ତ୍ରୀ ହରିଚନ୍ଦନ

ଭୁବନେଶ୍ୱର,୨୩ା୨(ସୁନିତ୍‌ ମିଶ୍ର): କିଟ୍‌ରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପରେ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନେକ ଜମି ଦୁର୍ନୀତି କରାଯାଇଥିବା ଅଭିଯୋଗ ମଧ୍ୟ ଉଠିଛି। ଏହି ଘଟଣାରେ ଶନିବାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଯେଉଁଠି ସବୁ…

କିଟ୍‌ ବିଶ୍ୱବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା: ଏବିଭିପିର ବିକ୍ଷୋଭ

ଭବାନୀପାଟଣା,୧୯ା୨(ଉତ୍ତମ କୁମାର ଦାଶ): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟର ହଷ୍ଟେଲ ରୁମ୍‌ରେ ଗତ ରବିବାର ୨୦ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲାମ୍‌ସଲ୍‌ ଆତ୍ମହତ୍ୟା କରିଥିଲେ। ଏହାକୁ ନେଇ ନେପାଳୀ ଛାତ୍ରମାନେ ବିରୋଧ କରିବା ପରେ ସେମାନଙ୍କୁ ମାଡ଼ମାରି ବିଶ୍ୱବିଦ୍ୟାଳୟ ପରିସରରୁ ବାହାର କରିଦିଆଯିବା…

ସାମ୍ନାକୁ ଆସିଲା ନୂଆ Video: ଛାତ୍ରମାନଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ KIIT ସିକ୍ୟୁରିଟି ଗାର୍ଡ

ଭୁବନେଶ୍ୱର,୧୮।୨: KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳର ଛାତ୍ରୀଙ୍କ ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ଭିଡିଓ ସାମ୍ନାକୁ ଆସିବାରେ ଲାଗିଛି। ଯେଉଁଥିରେ ସୁରକ୍ଷାକର୍ମୀଙ୍କଠାରୁ ଆରମ୍ଭ କରି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ, ହଷ୍ଟେଲ ୱାର୍ଡେନ୍ ଏବଂ ସୁରକ୍ଷାକର୍ମୀମାନେ କିପରି ଧମକ ଦେବା ସହିତ ମାଡ଼…

KIIT ବିଶ୍ୱବିଦ୍ୟାଳୟ ଭାରତ-ନେପାଳ ସମ୍ପର୍କକୁ ନଷ୍ଟ କରୁଛି: ମୃତ ଯୁବତୀଙ୍କ ସମ୍ପର୍କୀୟ

ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ନେପାଳର ତୃତୀୟ ବର୍ଷର ବି.ଟେକ୍ ଛାତ୍ରୀ ଆତ୍ମହତ୍ୟା କରିବା ପରେ ଏହି ମାମଲାରେ ଓଡିଶା ନିନ୍ଦିତ ହୋଇଛି। ଏହି ଘଟଣାରେ କଲେଜ କର୍ତ୍ତୃପକ୍ଷ ଏବଂ ଓଡିଶା ସରକାର ପ୍ରଶ୍ନ ଘେରକୁ ଆସିଥିବା ବେଳେ ଦୁଇ ଭାରତ…

KIIT ଛାତ୍ରୀ ମୃତ୍ୟୁ ମାମଲା; ସଫେଇ ଦେଲା କିଟ୍

ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ କର୍ତ୍ତୃପକ୍ଷ ସଫେଇ ରଖିଛନ୍ତି। ଘଟଣାରେ ଚାରିଆଡୁ ଚାପ ପଡିବା ପରେ ମତ ବଦଳାଇବା ସହିତ ଛାତ୍ରମାନଙ୍କୁ ମାଡ଼ ମାରିଥିବା ୨ ସିକ୍ୟୁରିଟି ଗାର୍ଡଙ୍କୁ ବହିଷ୍କାର କରିଛନ୍ତି। ଏଥିସହିତ…

KIIT ଛାତ୍ରୀଙ୍କ ମୃତ୍ୟୁ ପରେ ବାପା ସୁନୀଲ ଲାମସାଲ୍‌ଙ୍କ ସାଂଘାତିକ ବୟାନ

ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ଝିଅ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ବଡ ବୟାନ ଦେଇଛନ୍ତି ବାପା ସୁନୀଲ ଲାମସାଲ୍‌। ସେ ଅଭିଯୋଗ କରିଛନ୍ତି ଯେ, ‘ନେପାଳ ଯାଇ ଆମ ୟୁନିଭରସିଟିରେ ପଢ଼ ବୋଲି ପିଲାଙ୍କୁ ଡାକି ଆଣୁଛନ୍ତି। ଏଠାରେ କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?