ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ ଦେଶର ଉତ୍ତରାଧିକାରୀ ଭାବେ ପ୍ରସ୍ତୁତ କରାଯାଉଥିବା ସମ୍ଭାବନା ଅଛି। ପୂର୍ବତନ ନେତାମାନଙ୍କ ପ୍ରତି...