ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍ପିନ୍ଙ୍କୁ ଗିରଫ କରି ପୋଲିସ… ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର କାରବାରର ମୁଖ୍ୟ କିଙ୍ଗ୍ପିନ୍ ବାଲିଗୁଡ଼ା କଟାରୀ ସାହିର ରାଧେଶ୍ୟାମ କାର୍ଜି (୨୭)ଙ୍କୁ ୫୯…