Gen Z’ ଅବତାରରେ ଶାହରୁଖ ଖାନ ମୁମ୍ବାଇ: ବଲିଉଡ୍ ବାଦଶାହା ଶାହାରୁଖ ଖାନ୍ ଙ୍କ ୬୦ ତମ ଜନ୍ମଦିନ ଅବସରରେ ତାଙ୍କର ବହୁ ପ୍ରତୀକ୍ଷିତ ଫିଲ୍ମ ‘କିଙ୍ଗ୍’ ର ଟାଇଟଲ୍ ଉନ୍ମୋଚନ ଭିଡିଓ ଜାରି କରାଯାଇଛି। ଏହି ଭିଡିଓରେ SRK ଙ୍କର ଅତ୍ୟନ୍ତ ଉଗ୍ର ଓ ନିର୍ଦ୍ଦୟ...