ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍ପିନ୍ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ ଟିମ୍ ଚଢ଼ାଉ କରିଛି। କିଙ୍ଗ୍ପିନ୍ ସମେତ ୩ ଦେହଜୀବୀ, ୪ଜଣ…