ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ନିଶ୍ଚିତ? କୀର୍ତ୍ତି ଆଜାଦଙ୍କ ଭାଇ କଲେ ବଡ଼ ଦାବି ପାଟନା,୩।୮: ବିହାରର ବାଙ୍କିପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନର ଫଳାଫଳ ଆସୁଛି। ଇତି ମଧ୍ୟରେ, ପୂର୍ବତନ ଭାରତୀୟ ପୋଲିସ ସେବା (IPS) ଅଧିକାରୀ ଯଶୋବର୍ଦ୍ଧନ ଝା ଆଜାଦ ଫଳାଫଳ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ X…