ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି, କେଜିରୁ ପିଜି ସ୍ତରରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଟପ୍ପରମାନଙ୍କୁ ବନ୍ୟପ୍ରାଣୀ କେନ୍ଦ୍ର ବନ୍ତାରା…