ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍ ଆରମ୍ଭ ପୂର୍ବରୁ ହଇଚଇ ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ମାର୍ଚ୍ଚ ୨୮ରୁ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଥିବା ବେଳେ ଗତ ୨୪ ଘଣ୍ଟା…