IPL ୨୦୨୬ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… ନୂଆଦିଲ୍ଲୀ,୧୩।୩: ଆଇପିଏଲ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ କାରଣରୁ ଆଇପିଏଲର ୧୯ତମ ସଂସ୍କରଣରୁ ବାଦ ପଡ଼ିଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି,…