Tag Archives: kl rahul

ଶୁବମନ୍ ଗିଲ୍ ବାଦ୍; ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଏହି ଖେଳାଳି ଅଧିନାୟକ

ମୁମ୍ବାଇ,୨୩ା୧୧: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI) ଆସନ୍ତା ନଭେମ୍ବର ୩୦ରୁ ଆରମ୍ଭ ହେବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ନିୟମିତ ଅଧିନାୟକ ଶୁବମନ୍...

୯ ବର୍ଷ ପରେ ଶତକ ହାସଲ କରି ପଡ଼ିଆରେ ଏମିତି କାର୍ଯ୍ୟ କଲେ କେଏଲ ରାହୁଲ: ଭିଡିଓ ହେଉଛି ଭାଇରାଲ୍‌

ଅହମ୍ମଦାବାଦ,୩।୧୦: ଅହମ୍ମଦାବାଦରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ କେଏଲ ରାହୁଲ ଶତକ ହାସଲ କରିଥିଲେ। ଏହା ପରେ ସେ ସିଟି ବଜାଇ ଏକ ନିଆରା ସେଲିବ୍ରେଶନ କରିଥିଲେ। ଏହା ରାହୁଲଙ୍କ କ୍ୟାରିୟରରେ ୧୧ତମ ଟେଷ୍ଟ ଶତକ ଏବଂ...

ଭାରତ-ଇଂଲଣ୍ଡ ପ୍ରଥମ ଟେଷ୍ଟ: ଦ୍ୱିତୀୟ ଇନିଂସରେ କେ.ଏଲ ରାହୁଲ, ଋଷଭ ପନ୍ତଙ୍କ ଦମଦାର ଶତକ

ଲିଡସ୍‌,୨୩।୬: ହେଡିଂଲେ ଖେଳାଯାଉଥିବା ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଭାରତୀୟ ବ୍ୟାଟ୍ସମ୍ୟାନ କେଏଲ ରାହୁଲ ଓ ଋଷଭ ପନ୍ତ ଦ୍ୱିତୀୟ ଇନିଂସରେ ଦମଦାର ଶତକ ହାସଲ କରି ଭାରତକୁ ମଜବୁତ ସ୍ଥିତିରେ ପହଞ୍ଚାଇଛନ୍ତି।...

ଏମିତି କ’ଣ ହେଲା ଯେ ପନ୍ତଙ୍କ ଆଗରେ ହାତ ଯୋଡ଼ିଲେ କେଏଲ ରାହୁଲ? ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୧।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଲିଡ୍ସ ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଟିମ ଇଣ୍ଡିଆ ସପକ୍ଷରେ ଥିଲା। କେଏଲ ରାହୁଲ, ଯଶସ୍ବୀ ଜୟସ୍ବାଲ, ଋଷଭ ପନ୍ତ ଏବଂ ଅଧିନାୟକ ଶୁବମନ ଗିଲ ସମସ୍ତେ ଭଲ ବ୍ୟାଟିଂ କରିଥିଲେ।...

ମିଳିଗଲା କୋହଲି-ରୋହିତଙ୍କ ରିପ୍ଲେସମେଣ୍ଟ! ଜଣେ ମାରିଲେ ଦ୍ୱିଶତକ, ଅନ୍ୟଜଣେ ବିସ୍ଫୋରକ ଶତକ

ଲଣ୍ଡନ,୭।୬: ରୋହିତ ଶର୍ମା ଏବଂ ବିରାଟ କୋହଲି ଗତ ମାସରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ସେବେଠାରୁ ଦଳ ସେମାନଙ୍କ ବଦଳ ଖୋଜୁଥିଲା। ଏବେ ଦେଖାଯାଉଛି ଯେ ଦଳରେ ସେମାନଙ୍କ ସ୍ଥାନ ନେବା ପାଇଁ ଖେଳାଳି ମିଳିଗଲେଣି। ଇଂଲଣ୍ଡ ଟେଷ୍ଟ...

ରାହୁଲ କି ଗିଲ୍ ନୁହେଁ, ଏହି ଅଣଦେଖା ଷ୍ଟାର ପୂରଣ କରିବେ କୋହଲିଙ୍କ ଶୂନ୍ୟସ୍ଥାନ

ନୂଆଦିଲ୍ଲୀ, ୨୨।୫: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଦଳର ‘ଏ’ ଟିମ୍ ଘୋଷଣା କରାଯାଇଛି। ଏହି ଦଳରେ ଦୀର୍ଘ ଦିନ ପରେ କରୁଣ ନାୟାରଙ୍କୁ ସାମିଲ କରାଯାଇଛି, ଯିଏ ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଦଳର ମଝିଆ ବ୍ୟାଟିଂ ଶୂନ୍ୟସ୍ଥାନ...

୧୦୨୧ ଦିନ ପରେ ଟିମ୍ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ, କେଏଲ ରାହୁଲଙ୍କ ହେବ ମେଗା ରିଟର୍ଣ୍ଣ! ଆଇପିଏଲ ୨୦୨୫ ମଝିରେ ଆସିଲା ବଡ଼ ଅପଡେଟ

ମୁମ୍ବାଇ,୧୯ା୫: ଆଇପିଏଲ ୨୦୨୫ ଶେଷ ହେବା ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତ କରିବାକୁ ଅଛି। ଏହାପରେ ଅଗଷ୍ଟ ମାସରେ ଟିମ୍ ଇଣ୍ଡିଆ ହ୍ୱାଇଟ ବଲ ସିରିଜ ପାଇଁ ବାଂଲାଦେଶ ଗସ୍ତରେ ଯିବ। ଉଭୟ ଦଳ ମଧ୍ୟରେ ୩ଟି ଦିନିକିଆ...

ଟିମ୍‌ ଇଣ୍ଡିଆର କେଉଁ ଖେଳାଳିଙ୍କ ପାଖରେ ଅଛି ସବୁଠୁ ମହଙ୍ଗା କାର୍‌: ଜାଣନ୍ତୁ ଲିଷ୍ଟ୍‌ରେ ଅଛି …

ଅନେକ ଭାରତୀୟ ଖେଳାଳି ମହଙ୍ଗା କାର ପ୍ରିୟ। ଏଥିରେ ହାର୍ଦ୍ଦିକ ପାଣ୍ଡ୍ୟା, ବିରାଟ କୋହଲି, ମହେନ୍ଦ୍ର ସିଂ ଧୋନୀଙ୍କ ନାମ ସାମିଲ ଅଛି। ଆସନ୍ତୁ ଜାଣିବା କେଉଁ ଖେଳାଳିଙ୍କ ପାଖରେ ଅଛି ସବୁଠୁ ମହଙ୍ଗା କାର। ହାର୍ଦ୍ଦିକ ପାଣ୍ଡ୍ୟା: Rolls...

IPLରେ ଇତିହାସ ରଚିଲେ କେ.ଏଲ ରାହୁଲ: ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୨୩।୪: କେଏଲ ରାହୁଲ ଆଇପିଏଲ ଇତିହାସରେ ଦ୍ରୁତତମ ୫,୦୦୦ ରନ ପୂରଣ କରିଥିବା ଖେଳାଳି ହୋଇଛନ୍ତି। ସେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ବିପକ୍ଷ ମ୍ୟାଚ୍‌ରେ ଏହି ସଫଳତା ପାଇଥିଲେ। ଏହି ମ୍ୟାଚ୍‌ରେ ସେ ୫୭ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ। ଏହି...

୨୮,୩୯୦ କୋଟି ଟଙ୍କାର ମାଲିକଙ୍କୁ ମୁହଁତୋଡ଼ ଜବାବ ଦେଲେ ରାହୁଲ

ବେଙ୍ଗାଲୁରୁ,୧୧।୪: ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ଚଳିତ ଲିଗ୍‌ର ଏକମାତ୍ର ଦଳ ଭାବେ ତା’ର ଅପରାଜେୟ ଧାରା...

ଦିଲ୍ଲୀର ବିଜୟ ପରେ କେଏଲ ରାହୁଲଙ୍କ ସେଲିବ୍ରେସନ ଦେଖି ତାଜୁବ RCB ଖେଳାଳି

ବେଙ୍ଗାଲୁରୁ,୧୧ା୪: ଦିଲ୍ଲୀ କ୍ୟାପିଟାଲ୍ସ ଗୁରୁବାର ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଚମତ୍କାର ବିଜୟ ହାସଲ କରିଛି। ବିଜୟ ସହିତ ଚଳିତ ଆଇପିଏଲରେ ସେମାନଙ୍କର ଅପରାଜେୟ ଧାରା ଜାରି ରଖିଛି। ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ...

ବାପା ହେଲେ କେ.ଏଲ୍‌ ରାହୁଲ: ପ୍ରଥମ ସନ୍ତାନ ଜନ୍ମ ଦେଲେ ଆଥିୟା

ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟର କେଏଲ ରାହୁଲ ପିତା ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କ ପତ୍ନୀ ଆଥିୟା ସେଟ୍ଟୀ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହୁଲ ଏବଂ ଆଥିୟା ଇନଷ୍ଟାଗ୍ରାମ ମାଧ୍ୟମରେ ପ୍ରଥମ ଥର ପାଇଁ ମାତାପିତା ହେବା ବିଷୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri