Tag Archives: knife

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ ଛୁରିରେ କାଟି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ମୟୂରଭଞ୍ଜ ଜିଲା ଶୂଳିଆପଦା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ମୋହିଗୁଡା ଗ୍ରାମର ଅମିର ଅନ୍ଧ ସୁଆଁସିଆ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର ରାତିରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆମ୍ବରଳି ପଞ୍ଚାୟତ ତଳାଙ୍ଗ ଗ୍ରାମରେ ଘଟିଛି ଏହି…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ ଭୁଜାଲି ମାଡ଼ରେ ୨ଯୁବକଙ୍କ ଜୀବନ ଚାଲି ଯାଇଥିଲା। ଏହି ଘଟଣା ପରେ ବିଭିନ୍ନ…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ ବନ୍ଧୁକ ଓ ଛୁରି ଦେଖାଇ ଗଡ୍‌ରେଜ୍‌ରୁ ଶନିବାର ରାତିରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର…

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ ୩ ଦୁର୍ବୃତ୍ତ ପାଚେରି ଡେଇଁ ପଶିବା ସହ ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?