CBSE ଦ୍ୱାଦଶ ଶ୍ରେଣୀ ପୁନଃମୂଲ୍ୟାୟନ: ଜୁନ୍ ୧ରୁ ଖୋଲିବ ରି-ଭାଲ୍ୟୁଏଶନ୍ ପୋର୍ଟାଲ, ଜାଣନ୍ତୁ କିଭଳି କରିବେ… ନୂଆଦିଲ୍ଲୀ,୨୯।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ଦ୍ୱାଦଶ ଶ୍ରେଣୀ (Class ୧୨) ଖାତା ପୁନଃମୂଲ୍ୟାୟନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଏହି ପ୍ରକ୍ରିୟା ମେ ୨୯ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ, ବର୍ତ୍ତମାନ ଏହି…