ମେଗାଲିଫ୍ଟ କେନାଲରୁ ଜଳସେଚନ ଦାବି: ୩ ରେ ଅଖଚକ ବନ୍ଦ କରିବେ କୋକସରା ବ୍ଲକ ଚାଷୀ କୋକସରା,୨୫/୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୨ ପଞ୍ଚାୟତର ଚାଷୀଙ୍କୁ ନେଇ ଗଠିତ ସଚେତନ କୃଷକ ମଞ୍ଚ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କୋକସରା ଶିବ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ସଚେତନ କୃଷକ ମଞ୍ଚର ଆବାହକ…