ମୁଣ୍ଡ କାଟି ଚାଷ ଜମିରେ ଫିଙ୍ଗିଦେଲେ ଦୁର୍ବୃତ୍ତ: କୋକସରାରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାରକୁ ନେଇ ଚାଞ୍ଚଲ୍ୟ
କୋକସରା,୫ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଲଡ଼ୁଗାଁ-ସୁପାଡ଼ ରାସ୍ତା ପାର୍ଶ୍ୱରେ ଥିବା ଏକ ଚାଷ ଜମିରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ବୀଭତ୍ସ ମୃତଦେହ ଠାବ ହୋଇଛି। ବ୍ୟକ୍ତିଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ…
ଶିବ ଧ୍ୱନିରେ ପ୍ରକମ୍ପିତ ହେଲା ଶୈବପୀଠ, ଭାବ ଓ ଭକ୍ତିମୟ ପରିବେଶରେ ଜାଗର ଯାତ୍ରା ଅନୁଷ୍ଠିତ
କୋକସରା,୨୬ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଜି ହେଉଛି ମହା ଶିବରାତ୍ରି, ଦେଶର କୋଣ ଅନୁକୋଣରେ ଥିବା ଶୈବପୀଠରେ ଭାବ ଓ ଭକ୍ତିମୟ ପରିବେଶ ମଧ୍ୟରେ ଶ୍ରଦ୍ଧାଳୁ ମାନେ ଦେବ ଦେବ ମହାଦେବଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଅନୁରୂପ ଭାବେ କୋକସରା ବ୍ଲକର ବିଭିନ୍ନ ଶୈବପୀଠରେ…
ଗୃହକର୍ତ୍ତାଙ୍କୁ ହତ୍ୟା ଘଟଣାରେ ୩ କୋର୍ଟ ଚାଲାଣ
କୋକସରା,୧୦ା୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ମୁନୁଗାପଦର ଗ୍ରାମରେ ଗତ ୭ ତାରିଖ ରାତିରେ ଗୃହକର୍ତ୍ତା ଯଦୁ ଦଳପତି (୫୦)ଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ…

