୨.୩ କିମି ଖାଲି ପାଦରେ ଚାଲି ପ୍ରୋଟକଲ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: ବିଧାୟକଙ୍କ କୋକେଇରେ ଦେଲେ କାନ୍ଧ, ପ୍ରଶଂସକଙ୍କ ଆଖିରେ ଲୁହ
ଚେନ୍ନାଇ,୨୧।୧୧: ତାମିଲନାଡୁରେମାନବିକତା ଓ ସମ୍ମାନର ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି। ଦିବଙ୍ଗତ ଟିଭିକେ (TVK) ବିଧାୟକ ଭି.ଏସ. ବାବୁଙ୍କୁ ଶେଷ ବିଦାୟ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଥଲାପଥି ବିଜୟ ପ୍ରାୟ ୨.୩ କିଲୋମିଟର ଖାଲି ପାଦରେ ଚାଲିଛନ୍ତି। କେବଳ ସେତିକି…

