ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍…. ନୂଆଦିଲ୍ଲୀ, ୨୦।୧୨: ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା। ଫଳରେ ହେଲିକପ୍ଟରଟି କୋଲକାତା ବିମାନବନ୍ଦରକୁ ଫେରିବାକୁ ବାଧ୍ୟ ହୋଇଥିଲା। ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ...