ମେସିଙ୍କୁ ଦେଖିବାକୁ ହଙ୍ଗାମା, ଚେୟାର ଭାଙ୍ଗିଲେ.. ବୋତଲ ଫିଙ୍ଗିଲେ ନୂଆଦିଲ୍ଲୀ,୧୩।୧୨: ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ କୋଲକାତାରୁ ଆରମ୍ଭ ହୋଇଛି। ମେସି ହେଉଛନ୍ତି ମିଳିତ ଜାତିସଂଘ ଶିଶୁ ପାଣ୍ଠି (ୟୁନିସେଫ୍)ର ବ୍ରାଣ୍ଡ ଆମ୍ବାସାଡର, ଏବଂ “GOAT India” ଗସ୍ତରେ ଅଂଶଗ୍ରହଣ…