ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ହିନ୍ଦୁ ଭୋଟ ବ୍ୟାଙ୍କ ଉପରେ ଭାଜପାର ନଜର
କୋଲକାତା,୨୫।୯: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ, ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ପଶ୍ଚିମବଙ୍ଗରେ ଦୁର୍ଗାପୂଜାର ସମୟ ଆସିଛି, ଏବଂ ସେଠାରେ ଦୁର୍ଗାପୂଜା ମଣ୍ଡପଗୁଡ଼ିକୁ ରାଜନୈତିକ ବାହନ ଭାବରେ ବିବେଚନା କରାଯାଏ। କେନ୍ଦ୍ର...


