କୋଣାର୍କ,୨୮ା୫: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ପୁରୀ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ଥିତି ବେହାଲ ହୋଇଥିବା ବେଳେ ବୁଧବାର ସକାଳୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ବିଶ୍ୱ ଐତିହ୍ୟ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ମନ୍ଦିର ବେଶ ପ୍ରଭାବିତ ହୋଇଛି।…
କୋଣାର୍କ ସୂର୍ଯ୍ୟମନ୍ଦିର ଉତ୍କଳୀୟ ସ୍ଥାପତ୍ୟ କଳାର ଚରମ ନିଦର୍ଶନ। ତ୍ରୟୋଦଶ ଶତାବ୍ଦୀର ଏହି କୀର୍ତ୍ତିରାଜି ଏକ ଦୁର୍ମୂଲ୍ୟ ତଥା ଦୁଃସାଧ୍ୟ ବିଭବ ଭାବରେ ପ୍ରତୀୟମାନ ହୁଏ। ଉତ୍କଳୀୟ କାରୀଗରମାନଙ୍କ ଶକ୍ତି, ସାହସ ଓ କାର୍ଯ୍ୟଦକ୍ଷତା ବିଶାଳକାୟ ସୂର୍ଯ୍ୟମନ୍ଦିରର ସୂକ୍ଷ୍ମ ଭାସ୍କର୍ଯ୍ୟରୁ ସ୍ପଷ୍ଟ…
କୋଣାର୍କରେ ମନ୍ଦିର ନିର୍ମାଣ ସମୟରେ ସମସ୍ତ ବିଧିବିଧାନ ପାଳିତ ହେଉଥିଲା। ସମସ୍ତଙ୍କର ମିଳିତ ସହଯୋଗରେ, ସହମତିରେ ହୋଇଥିବାର ବର୍ଣ୍ଣନା ମିଳୁଛି। ତେଣୁ ଗଜପତି ଲାଙ୍ଗୁଳା ନରସିଂହଦେବଙ୍କ ଦ୍ୱାରା ଶିଳ୍ପୀମାନେ ଅତ୍ୟାଚାରିତ ହେଉଥିଲେ ବୋଲି ଯେଉଁ ବର୍ଣ୍ଣନା କେତେଜଣ ଦେଇଛନ୍ତି, ତା’ର…
Archives
Model This Week
ପିଲାଙ୍କ ଧରିତ୍ରୀ