ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା
କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା ଜଙ୍ଗଲରେ ଦେଖିବା ପାଇଁ ମିଳଛି। ଏକ କୁଳପ୍ରଥାକୁ ନେଇ ତମ୍ବୁପଡି ଭୋଜି ଭାତର…
ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ
କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ ଝଗଡ଼ା କରି ଅତ୍ୟନ୍ତ ମର୍ମାହତ ହୋଇପଡ଼ିଥିଲେ। ପେଶାରେ ଜଣେ ସର୍ପ ଧରାଳି ହୋଇଥିବା…
ନାଲ୍କୋ ସପକ୍ଷବାଦୀଙ୍କୁ କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କ ଚେତାବନୀ: କମ୍ପାନୀ ବିପକ୍ଷବାଦୀଙ୍କ ବୈଠକ
ପଟ୍ଟାଙ୍ଗି,୨୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ମାଳିପୁଟ ପଞ୍ଚାୟତ ମାଲକାରବନ୍ଧ ଗ୍ରାମ ନିକଟରେ ବିପକ୍ଷବାଦୀ ଏକତ୍ର ହୋଇ ସୋମବାର ଏକ ବୈଠକ କରିଛନ୍ତି। ଏଥିରେ ନାଲ୍କୋ ପାଇଁ ସହଯୋଗ କରୁଥିବା ବ୍ୟକ୍ତିମାନେ ନିଜର ଫାଇଦା ଲାଗି ବିନାଶ…
ରାଜ୍ୟ ସଭା ନିର୍ବାଚନ: କୋରାପୁଟକୁ ଗୋଟେ ଯାଇପାରେ
ରାୟଗଡ଼ା,୨୪।୨(ଆଶିଷ ରଞ୍ଜନ ପଣ୍ଡା): ଡ଼ିଶାର ୪ ଜଣ ରାଜ୍ୟ ସଭା ସଦସ୍ୟ ମମତା ମହନ୍ତ, ନିରଞ୍ଜନ ବିଶି, ମୁଜିବୁଲ୍ଲା ଖାନ୍ ଏବଂ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ଏପ୍ରିଲ ୨ ତାରିଖରେ ଶେଷ ହେବ। ଏହି ୪ ଆସନ ଲାଗି ଆସନ୍ତା ମାର୍ଚ୍ଚ…
କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି
କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍ରେ ତାଲା ଠୁଙ୍କିଛନ୍ତି ଛାତ୍ରୀଛାତ୍ର। ମେଧାବୃତ୍ତି ନ ମିଳିବା ଓ ବିଭିନ୍ନ ବିଭାଗର ପରୀକ୍ଷାଫଳ ୨…
ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ
ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍ କାର୍ଡ ପ୍ରଦାନ ନିମନ୍ତେ ସର୍ଭେ। ରାଜ୍ୟର ପାର୍ବତୀପୁରମ ମାନ୍ୟାମ ଜିଲାର ସାଲୁର ବ୍ଲକ…
ଆନ୍ଧ୍ର ଆଧାର କାର୍ଡ ଅପଡେଡ୍ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…
ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ମାଧ୍ୟମରେ ବୁଝାଇଥିଲେ । ସୂଚନା…
ମାସକରେ ୩ ଥର ତୁଷାରପାତ: ଘରୁ ବାହାରି ପାରୁନାହାନ୍ତି ଲୋକେ
ପଟାଙ୍ଗି,୮ା୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଶୀତ ଦିନକୁ ଦିନ ବଢ଼ିବାରେ ଲାଗିଥିବାବେଳେ ଅପରାହ୍ନ ପରେ ଘରୁ ବାହାରିବା ପାଇଁ ଲୋକେ ଇଚ୍ଛା ପ୍ରକାଶ କରୁନାହାନ୍ତି। ଏହିପରି ଦୃଶ୍ୟ ବ୍ଲକରେ ଦିନେ ନୁହେଁ କି ଦୁଇଦିନ ନୁହେଁ।…
୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…
କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରି ଏହି ସଚେତନତା ରଥ…
କାର୍ଯ୍ୟରେ ଯୋଗଦେଲେ କୋରାପୁଟ ନୂତନ ଏସଡିପିଆରଓ
କୋରାପୁଟ,୨୮।୧୧(ଅମିତାଭ ବେହେରା): କୋରାପୁଟର ନୂତନ ଏସ୍ଡିପିଆରଓ ଭାବେ ରାଧାରାଣୀ ସରକାର ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଆସି ସୁଶ୍ରୀ ସରକାର ନିଜ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଦୀର୍ଘ ବର୍ଷ ଧରି…
ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଲହଡ଼ି ମାରୁଛି ପାଣି, ଜନଜୀବନ…
କୋରାପୁଟ,୧୨/୧୦(ଅମିତାଭ ବେହେରା ) ରବିବାର ଅପରାହ୍ନରେ ଘଡଘଡି ସହ ପ୍ରବଳ ବର୍ଷା ଯୋଗୁଁ ସହରର ସମସ୍ତ ଅଂଚଳ ଜଳ ମୟ ହୋଇଥିବା ଯୋଗୁଁ କିଛି ଘଣ୍ଟା ପାଇଁ ଜନଜୀବନ ଅସ୍ତ ବ୍ୟସ୍ତ ହୋଇଥିବା ଦେଖିବାକୁ ମିଳିଛି,, ରବିବାର ଅପରାହ୍ନ ପ୍ରାୟ ୩…
ଓଡ଼ିଶାର ରୋମିଓ ଜୁଲିଏଟ୍: ପ୍ରେମିକାଙ୍କ ମୃତ୍ୟୁ ଖବର ଶୁଣି ନଦୀକୁ ଡେଇଁ ଜୀବନ ହାରିଲେ ଯୁବକ
କୋରାପୁଟ,୯ା୧୦: କୋରାପୁଟ ଜିଲାର ସୁନାବେଡ଼ା ଥାନା ଅଧୀନ ଡିପି କ୍ୟାମ୍ପ ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ଘଟିଛି। ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀ ପ୍ରେମରେ ବିଚ୍ଛେଦ ପରେ ନିଜ ଘରେ ପଙ୍ଖାରେ ଝୁଲି ଆତ୍ମହତ୍ୟା କରିଥିଲେ। ଏହି ଖବର ତାଙ୍କ…
Archives


