ନନ୍ଦପୁର,୨୭ା୪ (ତୁଷାରକାନ୍ତ ମହାନ୍ତି): ଗୋଟିଏ ଘରେ ଲାଗିଛି ଦୁଇ ରାଜ୍ୟର ବିଦ୍ୟୁତ୍ ମିଟର। ଗୋଟିଏ ଆନ୍ଧ୍ରର ଅନ୍ୟଟି ଓଡ଼ିଶାର। ଏଭଳି ଘଟଣା ନନ୍ଦପୁର ବ୍ଲକ୍ ଗୋଲୁର ପଞ୍ଚାୟତର…