ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍ ହେଲେ ଦାୟୀ ରହିବେ ଶିକ୍ଷକ କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସତର୍କ କରିଛନ୍ତି। ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ସେ…