ମର୍ଡର ଘଟଣା ଉପରୁ ପର୍ଦ୍ଦା ହଟାଇଲେ କୋରାପୁଟ ଏସ୍ପି, ପ୍ରେମିକକୁ ପାଇବା ପାଇଁ ହତ୍ୟା କରିଥିଲେ ଝିଅ ବୋରିଗୁମ୍ମା,୨୫।୨(ବିଜୟ ନାରାୟଣ ସାହୁ): ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟାକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା । ପ୍ରେମରେ କଣ୍ଟା ସାଜିବାରୁ ମା’ ଓ ନାବାଳକ ଭାଇଙ୍କୁ ହଣ୍ଡା କରାଯାଇଥିବା…