ରାଜ୍ୟର ଶ୍ରେଷ୍ଠ ପୁରସ୍କାର ପାଇବ କୋରାପୁଟ ପୌରାଞ୍ଚଳ କୋରାପୁଟ,୩୦ା୮(ଅମିତାଭ ବେହେରା): ସ୍ବାୟତ୍ତ ଶାସନ ଦିବସରେ ଉଲେଖନୀୟ କାର୍ଯ୍ୟ ପାଇଁ କୋରାପୁଟ ମ୍ୟୁନିସିପାଲିଟିକୁ ରାଜ୍ୟର ଶ୍ରେଷ୍ଠ ପୌରାଞ୍ଚଳ ଭାବେ ପୁରସ୍କୃତ କରାଯିବ ବୋଲି କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରକାଶ କରିଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ…