Tag Archives: koraput news

କୋଟିଆ ସମସ୍ୟାର ସମାଧାନ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ, ସାମିଲ ହେଲେ ବିଧାୟକ

କୋରାପୁଟ, ୨୬।୧୦ (ଅମିତାଭ ବେହେରା): କୋଟିଆ ସମସ୍ୟାର ସମାଧାନ ଦିଗରେ କୋରାପୁଟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଜିଲାପାଳଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ କୋରାପୁଟ ଏସ୍‌ପି ରୋହିତ ବର୍ମାଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, କୋରାପୁଟ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି । ପିଏମ୍‌ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, କୋରାପୁଟର ପ୍ରାଥମିକ ଶିକ୍ଷକ ଶ୍ରୀ ଦାଶ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିରିଞ୍ଜି ଓ ଚାନ୍ଦିଲି ଅଞ୍ଚଳର ବନ୍ୟା ସ୍ଥିତି ପରଖିବା ପରେ ସେ…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର ନାୟକ। ସେ ମଚଲିପୁଟ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିବା ଜଣାପଡ଼ିଛି। ସୂଚନା…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ହେଲେ ହରଡ଼ାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ମାରାଡ଼ ମାଲିଗୁଡ଼ା ଗ୍ରାମର ଗୁରୁନାଥ। ସେ…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ। ହଠାତ୍ ଗୁରୁବାର ସକାଳେ ଅସୁସ୍ଥତା ଅନୁଭବ କରିବାରୁ ପରିବାର ଲୋକେ…

ଆରମ୍ଭ ହେବ ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା, ରଙ୍ଗବେରଙ୍ଗ ଆଲୋକମାଳା ଝଲସୁଛି କୋରାପୁଟ ସହର

କୋରାପୁଟ,୨୭।୪(ଅମିତାଭ ବେହେରା ): ସୋମବାରଠୁ କୋରାପୁଟ ସହରରେ ଆରମ୍ଭ ହେବାକୁ ଯାଉଛି ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା । ତେଣୁ ମା’ଙ୍କ ପୁଚିଲାସାହିସ୍ଥିତ ଅସ୍ଥାୟୀ ମଣ୍ଡପ ସମେତ ବସଷ୍ଟାଣ୍ଡ, ପୋଷ୍ଟ ଅଫିସ ରୋଡ଼ ଆଦି ସାରା ସହର ବିଭିନ୍ନ ସ୍ଥାନରେ ରଙ୍ଗ…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି । ମୃତ ମହିଳାଙ୍କ ନାମ ବତୀ କୁଲଦୀପ ବୋଲି ଜଣାପଡ଼ିଛି ।…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପ୍ରଭାବ, କୋରାପୁଟରେ ପେଟ୍ରୋଲ ଆଗରେ ଗ୍ରାହକଙ୍କ ଲମ୍ବା ଧାଡ଼ି

କୋରାପୁଟ,୧୨ା୩( ଅମିତାଭ ବେହେରା ): ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଚାଲୁଥିବା ଯୁଦ୍ଧ ପରିସ୍ଥିତିକୁ ନେଇ ଇନ୍ଧନ ଯୋଗାଣ ଉପରେ ପ୍ରଭାବ ପଡିପାରେ ବୋଲି ଆଶଙ୍କାରେ ରହିଛନ୍ତି ଲୋକେ । ଫଳରେ ଆଜି କୋରାପୁଟ ସହରର ବିଭିନ୍ନ ପେଟ୍ରୋଲ ପମ୍ପରେ ଗ୍ରାହକମାନଙ୍କ ଭିଡ଼ ଦେଖାଯାଇଛି…

ଵାଲଡ଼ା ନାଗେଶ୍ୱରୀ ପାହାଡ଼ରେ ଲୋକ ଅଧିକାର ଯାତ୍ରା ଦଳର ବୈଠକ, ଖଣି ଖନନ କରିବାକୁ ଦିଆଯିବନି…

ନନ୍ଦପୁର,୮।୩(ତୁଷାର କାନ୍ତ ମହାନ୍ତି): ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜନ୍ମ ପୀଠରୁ ପ୍ରାକୃତିକ ସମ୍ପଦର ସୁରକ୍ଷା ନିମନ୍ତେ ବାହାରିଥିବା ଲୋକ ଅଧିକାର ଯାତ୍ରା ଦଳ କୋରାପୁଟ ଜିଲା ନନ୍ଦପୁର ବ୍ଲକର ବାଲଡ଼ା ନାଗେଶ୍ୱରି ପାହାଡରେ ପହଞ୍ଚିଛି । ଦଳକୁ ନାଗେଶ୍ଵରୀ ମାଳି…

ହୀରାଖଣ୍ଡ ଏକ୍ସପ୍ରେସରୁ ମିଳିଲା ଯୁବକଙ୍କ ମୃତଦେହ, ଟ୍ରେନରେ ହୃଦଘାତ…..

କୋରାପୁଟ,୬।୩(ଅମିତାଭ ବେହେରା): ଭୁବେନେଶ୍ୱରରୁ କୋରାପୁଟ ଆସୁଥିବା ହୀରାଖଣ୍ଡ ଏକ୍ସପ୍ରେସରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କୋରାପୁଟ ରେଲୱେ ପୋଲିସ କୋରାପୁଟ ଷ୍ଟେସନ ଠାରେ ହୀରାଖଣ୍ଡ ଟ୍ରେନରୁ ମୃତଦେହ ଉଦ୍ଧାର କରିବା ପରେ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟାର କାରଣ ଜାଣିଲେ….

କୋରାପୁଟ,୫।୩(ଅମିତାଭ ବେହେରା ): କୋରାପୁଟ ସର୍କିଟ ହାଉସ ନିକଟରେ ଥିବା ରିଜର୍ଭ ଫରେଷ୍ଟ ପାହାଡ଼ରେ ମହିଳାଙ୍କ ଆତ୍ମହତ୍ୟା । ଗୁରୁବାର ଅପରାହ୍ନରେ ମହିଳା ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଘଟଣା ସ୍ଥଳରେ କୋରାପୁଟ ଟାଉନ ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?