ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଗୋଟିଏ ମୋଟର ସାଇକେଲର ତିନି...