Tag Archives: Koraput

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ ଆସି ନିଜ ଘରୁ ମତଦାନ କରିପାରିବେ। ଏହି ପରିପ୍ରେକ୍ଷୀରେ ଜିଲାର ୪ଟି ସଂସଦୀୟ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ...

ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ

ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ ସଚେତନତାର ବାର୍ତ୍ତା ମାଧ୍ୟମରେ ଆହ୍ବାନ ଦିଆଯାଇଛି। ଯାହା ସମସ୍ତ ଭୋଟରଙ୍କ ପାଇଁ ଏକ...

ପ୍ରଚାର କରିବାକୁ ଆସି ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ଘାଇଲା ନେତା, ଛାଡ଼ି ପଳାଇଲେ ସଭା

କୋରାପୁଟ,୧୧।୪: ଭୋଟ ପାଇଁ ପ୍ରଚାର କରିବାକୁ ଆସିଥିଲେ ନେତା ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ହେଲେ ଘାଇଲା। ଜନତାଙ୍କ ପ୍ରଶ୍ନ ବାଣରେ ହଟହଟା ହୋଇ ସଭା ସ୍ଥଳ ଛାଡ଼ି ପଳାଇଲେ ବିଧାୟକ ପ୍ରାର୍ଥୀ। ଖବର ଅନୁଯାୟୀ ଗତ ରବିବାର କୋରାପୁଟ ଜିଲ୍ଲା...

ପୂର୍ବରୁ ଥିଲା ଶତ୍ରୁତା, ବଚସା ପରେ ଯୁବକଙ୍କୁ ମଦ କାଚ ଭୁସି ହତ୍ୟା

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହରର ରାମକୃଷ୍ଣ ନଗରରେ ଜଣେ ଯୁବକଙ୍କୁ ମଦ କାଚରେ ଭୁସି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କ୍ରିଷ୍ଣା କଣ୍ଡାଗରି (୩୦)। ତାଙ୍କ ଘର ରାୟଗଡ଼ା ସହରର ରେଳବାଇ କୋଲୋନୀରେ। ଘାସିରାମ ଝୋଡିଆ ନାମକ ଯୁବକ...

ଭାଲୁ ସହ ଅଧଘଣ୍ଟାର ଲଢେଇ, ପରେ…

ବୈପାରୀଗୁଡା ୧୭।୨: ଭାଲୁ ସହ ଅଧଘଣ୍ଟାର ଲଢେଇ । ହାରିଗଲା ଭାଲୁ, ମରଣ ମୁହଁରୁ ଜୀବନ ଫେରିପାଇଲେ ଯୁବକ। ଏଭଳି ଘଟଣା ଘଟିଛି କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଘଗୁଡାରେ । ସୂଚନାଯୋଗ୍ୟ, କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଘଗୁଡାରେ...

ଗୁପ୍ତେଶ୍ୱର ବନାଞ୍ଚଳକୁ ଜୈବ ବିବିଧତା ଐତହ୍ୟସ୍ଥଳ ଘୋଷଣା

କୋରାପୁଟ,୧୦ା୨(ଅମିତାଭ ବେହେରା): କୋରାପୁଟ ଜିଲାର ଗୁପ୍ତେଶ୍ୱର ବନାଞ୍ଚଳକୁ ଜୈବ ବିବିଧତା ଐତିହ୍ୟସ୍ଥଳ (ବାୟୋଡାଇଭର୍ସିଟି ହେରିଟେଜ୍‌ ସାଇଟ୍‌) ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିବା ଜଣାଯାଇଛି। ଏନେଇ ବିଭାଗୀୟ ଅତିରିକ୍ତ...

ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜୀବନ ହାରିଲେ ସ୍ୱାମୀ

କୋରାପୁଟ ,୧୧।୧: ଏକ ଦୁଃଖଦ ଘଟଣାରେ ଗୁରୁବାର ଦିନ କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିଆପଦର ଗ୍ରାମରେ ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ମୃତକ ଜିନୁ ପରଜା ଏବଂ ତାଙ୍କ ପତ୍ନୀ ରୁକ୍ମିଣୀ...

କୋରାପୁଟ ଡଙ୍ଗାବୁଡି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର,୨୯ା୧୨: ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ...

ମୋ ସହିତ ଲାଗନି ସବୁ ଭଣ୍ଡୁର କରିଦେବି: ତାରାପ୍ରସାଦ ବାହିନୀପତି

କୋରାପୁଟ,୧୪ା୧୨(ଅମିତାଭ ବେହେରା): କୋରାପୁଟରେ ଲକ୍ଷ୍ମୀ ବସ୍‌ ସେବା ଉଦ୍‌ଘାଟନ ଅବସରରେ କେତେକ କାରଣ ଯୋଗୁ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଅସନ୍ତୋଷ ପ୍ରକାଶ କରିଛନ୍ତି। ମଞ୍ଚରେ ସମସ୍ତଙ୍କ ସମ୍ମୁଖରେ ସେ ମୋ ସହିତ ଲାଗନି ସବୁ ଭଣ୍ଡୁର କରିଦେବି ବୋଲି...

ଶ୍ରେଣୀଗୃହ ଛାତ-କାନ୍ଥ ଫାଟି ଆଁ, ଗଛ ତଳେ ପିଲାଏ ପଢୁଛନ୍ତି ପାଠ

ଦାମନଯୋଡି,୧୬ା୧୧(ନରସିଂହବ୍ରହ୍ମା): କୋରାପୁଟ ଜିଲା ସେମିଳିଗୁଡା ବ୍ଲକ ଚାରାଙ୍ଗୁଳ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରଗୁଡା ଗ୍ରାମରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ସେହି ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ ଛାତ ଏବଂ କାନ୍ଥ ଭାଙ୍ଗି ଆଁ କରି ରହିଛି। କେତେବେଳେ...

ପରବ ଉତ୍ସବ ସ୍ଥାନକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କୋରାପୁଟ, ୯ା୧୧ (ଅମିତାଭ ବେହେରା): ୨୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ କୋରାପୁଟ ଜିଲାର ଆଦିବାସୀ ଉତ୍ସବ ‘ପରବ’ ପାଳନକୁ ନେଇ ବୁଧବାର ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଗତବର୍ଷ ରୌପ୍ୟ ଜୟନ୍ତୀ ପାଳନ କରିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri