Tag Archives: Koraput

କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ

ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗି ରହିଛି। କ୍ଷତିପୂରଣ ଲାଗି ଅଙ୍କ ଛିଡ଼ୁ ନ…

ଏସଏସ ରାଜାମୋୖଲିଙ୍କ ହାଇ-ବଜେଟ SSMB29 ଶୁଟିଂ ପାଇଁ ପହଞ୍ଚିଲେ ପ୍ରିୟଙ୍କା ଚୋପ୍ରା, ଫଟୋ ଭାଇରାଲ୍

କୋରାପୁଟ,୧୦ା୩: ‘ଦେଶୀ ଗର୍ଲ’ ପ୍ରିୟଙ୍କା ଚୋପ୍ରା ଭାରତ ଆସିଛନ୍ତି। ମା’ ମଧୁ ଚୋପ୍ରା ଏସ୍ ରାଜାମୋୖଲିଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘SSMB 29’ ରେ ତାଙ୍କର ସମ୍ପୃକ୍ତି ନିଶ୍ଚିତ କରିବା ପରେ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହାରି ମଧ୍ୟରେ…

ମହାଶିବରାତ୍ରି ନେଇ ସଜେଇ ହେଉଛି ଜିଲାର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱର

କୋରାପୁଟ,୨୩।୨(ଅମିତାଭ ବେହେରା): ଆସନ୍ତା ୨୬ ରେ ପାଳନ ହେବ ମହାଶିବରାତ୍ରୀ। ଏଥିପାଇଁ ସଜେଇ ହେଉଛି କୋରାପୁଟ ଜିଲାର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ଵର ମନ୍ଦିର। ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା ସଂସ୍ଥା ଦ୍ୱାରା ପ୍ରତିଷ୍ଠିତ ପତିତପାବନ ମନ୍ଦିରରେ ସଫେଇ କାର୍ଯ୍ୟ କରିବା ସହ ମନ୍ଦିରରେ…

କୋରାପୁଟ ଜୟପୁର ବ୍ରାହ୍ମଣୀ ଗାଁରେ ମର୍ମନ୍ତୁଦ ଦୁର୍ଘଟଣା: ୩ ମୃତ

ଜୟପୁର,୧୭।୨: ସୋମବାର ସକାଳେ କୋରାପୁଟ ଜିଲାରେ ଏକ ସଡ଼କ ଦୁର୍ଘଟଣା ଘଟି ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ କିଛି ଆହତ ହୋଇଛନ୍ତି। ଜିଲାର ଜୟପୁର ଅଞ୍ଚଳର ଥୁରୁଡିପୁଟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ, ଆଜି ସକାଳେ…

ଗୁଣିଗାରେଡ଼ି ସନ୍ଦେହ: ମୃତ ବ୍ୟକ୍ତିଙ୍କ ଜୁଇରେ ଅନ୍ୟଜଣଙ୍କୁ ମାରି ଜାଳିଦେଲେ

କୋରାପୁଟ/ନାରାୟଣପାଟଣା,୯ା୧୨(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ଗୁଣିଗାରେଡି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ୫ଜଣ ମାରିଦେଇ ଅନ୍ୟଜଣେ ମୃତ ବ୍ୟକ୍ତି ପୋଡାଯାଉଥିବା ଯୁଇରେ ପକାଇ ଜାଳି ଦେଇଛନ୍ତି। ଏ ନେଇ…

କୋରାପୁଟ ବସ୍‌ଷ୍ଟାଣ୍ଡରେ ଛୁରା ମାଡ଼

କୋରାପୁଟ,୨୭।୧୧(ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ନେଇ କୋରାପୁଟ ଟାଉନ୍‌ ଥାନାରେ ଲିଖିତ…

ସରକାରୀ ପାଣ୍ଠି ଆତ୍ମସାତ କରି ବନ୍ଧା ହେଲେ ଫରେଷ୍ଟର, ଗାଁ ସାଥି

କୋରାପୁଟ, ୨୫।୧୧: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର, ଗାଁ ସାଥି। ଚରଣ ଜମିରୁ ଚାଷ ଜମିକୁ ଗୃହପାଳିତ ପଶୁ ବା ବାହ୍ୟ ଜୀବଙ୍କ ପ୍ରବେଶ ରୋକିବାକୁ ସରକାରଙ୍କ ପକ୍ଷରୁ କରାଯାଉଥିବା ତାରବାଡ଼ ଏବଂ ଖାତ ନିର୍ମାଣରେ ୧୦…

ସପ୍ତାହେ ଧରି ଯୋଜନା, ୨ ସାଙ୍ଗଙ୍କୁ ଧରି ସ୍ତ୍ରୀଙ୍କୁ ହତ୍ୟା ପରେ ନାଟକ ରଚିଥିଲେ ସ୍ବାମୀ; ଧରାଇଦେଲା ଫୋନ୍‌

କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା/ସୁନିଲ କୁମାର ପଣ୍ଡା): ନିଜେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରି ରଚିଥିଲେ ନାଟକ। ସେ ଏଭଳି କାନ୍ଦି କାନ୍ଦି ଗଡ଼ୁଥିଲେ ଯେ ତାକୁ ଦେଖି ସ୍ବାମୀ ନିଜେ ଅଭିଯୁକ୍ତ ବୋଲି କେହି ବି ଭାବି ପାରିବେ ନାହିଁ। ଆମେ…

କୋରାପୁଟରେ ପ୍ରବଳ ବର୍ଷା, ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ୍‌

କୋରାପୁଟ/କୁନ୍ଦୁରା,୯ା୯(ଅମିତାଭ ବେହେରା/ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କେତେକ ତଳିଆ ଅଞ୍ଚଳରେ ପାଣି ପଶିଛି। ଏଥିଯୋଗୁ ଲମତାପୁଟ ବ୍ଲକ ଅନକାଡ଼େଲିଠାରେ ଥିବା ମାଛକୁଣ୍ଡ ଡ୍ୟାମରେ…

ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ

କୋରାପୁଟ,୨୯ା୮: ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ, ମାଲକାନଗିରି…

ଯେଣ୍ଡା ପାହାଡ଼ରୁ ମାର୍ବଲ ଖୋଳିବା ନିମନ୍ତେ ସରିଲା ଜନ ଶୁଣାଣି, ଜିଲା ପ୍ରଶାସନକୁ ରୋକ ଠୋକ୍ ଶୁଣାଇଲେ ଗ୍ରାମବାସୀ…

ପଟ୍ଟାଙ୍ଗି,୧୬।୮(ଶରତ ଧଳ): ନିଜେ ନିଜର ଜୀବନ ଜୀବିକା ନିର୍ବାହ କରି ବଞ୍ଚୁଥିବା ଏବଂ ନିର୍ଭର କରୁଥିବା ପାହାଡ଼କୁ ଇଛା ନଥାଇ ମଧ୍ୟ କମ୍ପାନୀ ହାତକୁ ଟେକି ଦେବା ପରି ଦୃଶ୍ୟ ଅନେକ କିଛି ପ୍ରଶ୍ନ ସୃଷ୍ଟି କରୁଛି। କୋରାପୁଟ ଜିଲା ପଟ୍ଟାଙ୍ଗି…

୧୧ ଜଣ ପୋଲିସ୍‌ଙ୍କୁ ନିଲମ଼୍ବନ ଆଦେଶ ଦେଲେ ଏସ୍‌ପି, ଗଞ୍ଜେଇ ମାଫିଆଙ୍କ ସହ…

କୋରାପୁଟ, ୧୪।୦୮(ଅନୀତା ବେହେରା): କୋରାପୁଟ ପୋଲିସ୍‌ ଅଧିକ୍ଷକଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ । ୧୧ ପୋଲିସ୍‌ କର୍ମଚାରୀଙ୍କୁ ନିଲମ଼୍ବନ ଆଦେଶ ଦେଇଛନ୍ତି ଏସ୍‌ପି । ଏହି କର୍ମଚାରୀ ଗଞ୍ଜେଇ ମାଫିଆଙ୍କୁ ପିଛା କରି ସେମାନଙ୍କ ସହ ଡିଲ କରିଥିବା ଅଭିଯୋଗ ହୋଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?