ପ୍ରଚାର କରିବାକୁ ଆସି ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ଘାଇଲା ନେତା, ଛାଡ଼ି ପଳାଇଲେ ସଭା
କୋରାପୁଟ,୧୧।୪: ଭୋଟ ପାଇଁ ପ୍ରଚାର କରିବାକୁ ଆସିଥିଲେ ନେତା ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ହେଲେ ଘାଇଲା। ଜନତାଙ୍କ ପ୍ରଶ୍ନ ବାଣରେ ହଟହଟା ହୋଇ ସଭା ସ୍ଥଳ ଛାଡ଼ି ପଳାଇଲେ ବିଧାୟକ ପ୍ରାର୍ଥୀ। ଖବର ଅନୁଯାୟୀ ଗତ ରବିବାର କୋରାପୁଟ ଜିଲ୍ଲା ବୈପାରିଗୁଡା…
ପୂର୍ବରୁ ଥିଲା ଶତ୍ରୁତା, ବଚସା ପରେ ଯୁବକଙ୍କୁ ମଦ କାଚ ଭୁସି ହତ୍ୟା
ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହରର ରାମକୃଷ୍ଣ ନଗରରେ ଜଣେ ଯୁବକଙ୍କୁ ମଦ କାଚରେ ଭୁସି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କ୍ରିଷ୍ଣା କଣ୍ଡାଗରି (୩୦)। ତାଙ୍କ ଘର ରାୟଗଡ଼ା ସହରର ରେଳବାଇ କୋଲୋନୀରେ। ଘାସିରାମ ଝୋଡିଆ ନାମକ ଯୁବକ ତାଙ୍କୁ…
ଭାଲୁ ସହ ଅଧଘଣ୍ଟାର ଲଢେଇ, ପରେ…
ବୈପାରୀଗୁଡା ୧୭।୨: ଭାଲୁ ସହ ଅଧଘଣ୍ଟାର ଲଢେଇ । ହାରିଗଲା ଭାଲୁ, ମରଣ ମୁହଁରୁ ଜୀବନ ଫେରିପାଇଲେ ଯୁବକ। ଏଭଳି ଘଟଣା ଘଟିଛି କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଘଗୁଡାରେ । ସୂଚନାଯୋଗ୍ୟ, କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଘଗୁଡାରେ ଭାଲୁ…
ଗୁପ୍ତେଶ୍ୱର ବନାଞ୍ଚଳକୁ ଜୈବ ବିବିଧତା ଐତହ୍ୟସ୍ଥଳ ଘୋଷଣା
କୋରାପୁଟ,୧୦ା୨(ଅମିତାଭ ବେହେରା): କୋରାପୁଟ ଜିଲାର ଗୁପ୍ତେଶ୍ୱର ବନାଞ୍ଚଳକୁ ଜୈବ ବିବିଧତା ଐତିହ୍ୟସ୍ଥଳ (ବାୟୋଡାଇଭର୍ସିଟି ହେରିଟେଜ୍ ସାଇଟ୍) ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିବା ଜଣାଯାଇଛି। ଏନେଇ ବିଭାଗୀୟ ଅତିରିକ୍ତ ଶାସନ…
ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜୀବନ ହାରିଲେ ସ୍ୱାମୀ
କୋରାପୁଟ ,୧୧।୧: ଏକ ଦୁଃଖଦ ଘଟଣାରେ ଗୁରୁବାର ଦିନ କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିଆପଦର ଗ୍ରାମରେ ସ୍ତ୍ରୀ ଆତ୍ମହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ମୃତକ ଜିନୁ ପରଜା ଏବଂ ତାଙ୍କ ପତ୍ନୀ ରୁକ୍ମିଣୀ ପରିଜା…
କୋରାପୁଟ ଡଙ୍ଗାବୁଡି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର,୨୯ା୧୨: ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା…
ମୋ ସହିତ ଲାଗନି ସବୁ ଭଣ୍ଡୁର କରିଦେବି: ତାରାପ୍ରସାଦ ବାହିନୀପତି
କୋରାପୁଟ,୧୪ା୧୨(ଅମିତାଭ ବେହେରା): କୋରାପୁଟରେ ଲକ୍ଷ୍ମୀ ବସ୍ ସେବା ଉଦ୍ଘାଟନ ଅବସରରେ କେତେକ କାରଣ ଯୋଗୁ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଅସନ୍ତୋଷ ପ୍ରକାଶ କରିଛନ୍ତି। ମଞ୍ଚରେ ସମସ୍ତଙ୍କ ସମ୍ମୁଖରେ ସେ ମୋ ସହିତ ଲାଗନି ସବୁ ଭଣ୍ଡୁର କରିଦେବି ବୋଲି ଚେତାବନୀ…
ଶ୍ରେଣୀଗୃହ ଛାତ-କାନ୍ଥ ଫାଟି ଆଁ, ଗଛ ତଳେ ପିଲାଏ ପଢୁଛନ୍ତି ପାଠ
ଦାମନଯୋଡି,୧୬ା୧୧(ନରସିଂହବ୍ରହ୍ମା): କୋରାପୁଟ ଜିଲା ସେମିଳିଗୁଡା ବ୍ଲକ ଚାରାଙ୍ଗୁଳ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରଗୁଡା ଗ୍ରାମରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ସେହି ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ ଛାତ ଏବଂ କାନ୍ଥ ଭାଙ୍ଗି ଆଁ କରି ରହିଛି। କେତେବେଳେ ଯେ…
ପରବ ଉତ୍ସବ ସ୍ଥାନକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କୋରାପୁଟ, ୯ା୧୧ (ଅମିତାଭ ବେହେରା): ୨୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ କୋରାପୁଟ ଜିଲାର ଆଦିବାସୀ ଉତ୍ସବ ‘ପରବ’ ପାଳନକୁ ନେଇ ବୁଧବାର ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଗତବର୍ଷ ରୌପ୍ୟ ଜୟନ୍ତୀ ପାଳନ କରିଥିବା ଏହି…
ରାଉରକେଲାରୁ ନିଖୋଜ, କୋରାପୁଟରୁ ମିଳିଲା ମୃତଦେହ
ରାଉରକେଲା,୨ା୧୧(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍ଏସ୍ପି) କର୍ମଚାରୀ ଗୌତମ ଘଡେଇଙ୍କ ଏକ ମାତ୍ର ପୁଅ ଶମ୍ଭୁନାଥ ଘଡେଇ(୨୭)ଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ରାଉରକେଲାରୁ ନିଖୋଜ ହୋଇଥିବାବେଳେ ୩୦ ତାରିଖରେ କୋରାପୁଟରୁ ମୃତଦେହ ଜବତ କରାଯାଇଛି। ବୁଲିବାକୁ ଡାକି ନେଇ ହତ୍ୟା…
‘ଗାଁକୁ ପକ୍କାରାସ୍ତା ନ ହେଲେ ଆଗାମୀ ନିର୍ବାଚନରେ ଭୋଟ ଦେବୁ ନାହିଁ’
ଦଶମନ୍ତପୁର, ୨।୧୧(ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚଣାବାଡ଼ ଗ୍ରାମପଞ୍ଚାୟତ ଅଧୀନରେ ଥିବା ଗୌଡ଼ ରାମଜି ଗାଁକୁ ଭଲ ରାସ୍ତା ନ ଥିବାରୁ ଗାଁକୁ ୪ ଚକିଆ ଯାନ ଆସିପାରୁ ନାହିଁ। ଏପରିକି ଗାଁକୁ ଆମ୍ବୁଲାନ୍ସ ଆସିବାକୁ ରାସ୍ତା…
କୁନ୍ଦୁଲି ସାପ୍ତାହିକ ହାଟରେ ଡବଲ ମର୍ଡର : ଲାଗିଛି ଚାପା ଉତ୍ତେଜନା
ପଟ୍ଟାଙ୍ଗି,୨୫।୧୦(ଶରତ ଧଳ): ଦୁଇ ଗୋଷ୍ଠୀ ମଧ୍ୟରେ ମର୍ଡର ନେଇ ଚାପା ଉତ୍ତେଜନା ଦେଖାଦେଇଛି। ଏହିପରି ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଟପଦାର ଦୁଇଟି ସ୍ଥାନରେ। ସୂଚନା ମୁତାବକ ଶେମିଳିଗୁଡ଼ା ବ୍ଲକର ହାଟଗୁଡା ପଞ୍ଚାୟତ ଅଧୀନ ଟେମା…
Archives


