ବକ୍ସାଇଟ ଖଣି ପରିଦର୍ଶନ ପୁର୍ବରୁ ଜିଲା ପ୍ରଶାସନ, ନାଲକୋ’କୁ ବିରୋଧ କଲେ ଗ୍ରାମବାସୀ, ନିରାଶ ହୋଇ ଫେରିଲେ କେନ୍ଦ୍ରମନ୍ତ୍ରୀ
ପଟ୍ଟାଙ୍ଗି, ୧୦ା୮: (ଶରତ ଧଳ)ଆଜି ନାଲକୋ ତରଫରୁ ସେରୁବନ୍ଧ ଖଣିର ବକ୍ସସାଇଟ ଖନନ ପାଇଁ ଭୂମିପୂଜା କରିବାର କାର୍ଯ୍ୟକ୍ରମ ଥିଲା । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଆନୁସାରେ କେନ୍ଦ୍ର ଖଣି ରାଷ୍ଟ୍ରମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ବିଶାଖାପାଟଣାର ବିମାନ ବନ୍ଦରରୁ ବାହାରି…
ଝଞ୍ଜାବତୀ ନଦୀରୁ ମିଳିଲା ନିଖୋଜ ମା’ର ମୃତଦେହ
କୋରାପୁଟ, ୨୮।୭,(ଅମିତାଭ ବେହେରା): ଝଞ୍ଜାବତୀ ନଦୀରୁ ମିଳିଲା ନିଖୋଜ ମା’ର ମୃତଦେହ ଉଦ୍ଧାର। ଡକରିଘାଟି ଗାଁ ନିକଟ ନଦୀରୁ ମୃତଦେହ ଉଦ୍ଧାର କରିଛି ଓଡ୍ରାଫ୍ ଟିମ୍। ଏବେ ମଧ୍ୟ ଝିଅ ନିଖୋଜ ରହିଥିଲା ବେଳ ଉଦ୍ଧାର ପାଇଁ ପ୍ରୟାସ ଚାଲିଛି। ଗତକାଲି…
ଝଞ୍ଜାବତୀ ନଦୀରେ ଭାସିଗଲେ ୮ ମାସର ଗର୍ଭବତୀ ମହିଳା, ୬ ବର୍ଷର ଝିଅ
କୋରାପୁଟ,୨୭ା୭(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ଡକରିଘାଟି ଅନ୍ତର୍ଗତ ଝଞ୍ଜାବତୀ ନଦୀରେ ୮ମାସର ଗର୍ଭବତୀ ଓ ତାଙ୍କ ୬ ବର୍ଷର ଝିଅ ଶନିବାର ଭାସିଯାଇଛନ୍ତି। ତାଙ୍କର ଅଗଷ୍ଟ ୧୮ରେ ପ୍ରସବ ଥିଲା। ମା’ ଗୃହରୁ ସେ ଶୌଚ…
ଫିଲ୍ମ ଷ୍ଟାଇଲ୍ରେ କାର କାଚ ଭାଙ୍ଗି ଟେକିନେଲେ
କୋରାପୁଟ,୧୩।୭: କୋରାପୁଟ ଜିଲା ଜୟପୁର ବ୍ଲକ କୁମୁଲିପୁଟ ଗାଁର ଜଣେ ମିଲ ମାଲିକଙ୍କୁ ଅପହରଣ କରାଯାଇଛି। ଅପହରଣ ହୋଇଥିବା ମିଲ ମାଲିକ ହେଲେ ଏ. ରମେଶ ପାତ୍ର। ରମେଶ ପେରାହାଣ୍ଡି ଏସ୍ଏଲ୍ଭିଏନ୍ ମୋଡେନ ରାଇସ ମିଲର ମାଲିକ। ଶୁକ୍ରବାର ସନ୍ଧ୍ୟାରୁ ରମେଶ…
ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍ ଚଳାଚଳରେ…
ପ୍ରାର୍ଥୀଙ୍କ ପ୍ରଚାର ଶେଷ: ବୁଥ୍ ଅଭିମୁଖେ ପୋଲିଂ ଅଧିକାରୀ
କୋରାପୁଟ,୧୧ା୫(ଅମିତାଭ ବେହେରା): ଆସନ୍ତା ୧୩ ତାରିଖରେ ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଶନିବାର ଅପରାହ୍ନରେ ନିର୍ବାଚନ ନେଇ ସମସ୍ତ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟପକ୍ଷେ ନିର୍ବାଚନ ନେଇ ଜିଲାର ରହିଥିବା ମୋଟ୍ ୧୧୫୯…
ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା
କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ ଆସି ନିଜ ଘରୁ ମତଦାନ କରିପାରିବେ। ଏହି ପରିପ୍ରେକ୍ଷୀରେ ଜିଲାର ୪ଟି ସଂସଦୀୟ କ୍ଷେତ୍ର…
ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍ପି ପ୍ରାର୍ଥୀ
କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ମେ’…
ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ
ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ ସଚେତନତାର ବାର୍ତ୍ତା ମାଧ୍ୟମରେ ଆହ୍ବାନ ଦିଆଯାଇଛି। ଯାହା ସମସ୍ତ ଭୋଟରଙ୍କ ପାଇଁ ଏକ ପ୍ରେରଣା।…
ପ୍ରଚାର କରିବାକୁ ଆସି ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ଘାଇଲା ନେତା, ଛାଡ଼ି ପଳାଇଲେ ସଭା
କୋରାପୁଟ,୧୧।୪: ଭୋଟ ପାଇଁ ପ୍ରଚାର କରିବାକୁ ଆସିଥିଲେ ନେତା ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ହେଲେ ଘାଇଲା। ଜନତାଙ୍କ ପ୍ରଶ୍ନ ବାଣରେ ହଟହଟା ହୋଇ ସଭା ସ୍ଥଳ ଛାଡ଼ି ପଳାଇଲେ ବିଧାୟକ ପ୍ରାର୍ଥୀ। ଖବର ଅନୁଯାୟୀ ଗତ ରବିବାର କୋରାପୁଟ ଜିଲ୍ଲା ବୈପାରିଗୁଡା…
ପୂର୍ବରୁ ଥିଲା ଶତ୍ରୁତା, ବଚସା ପରେ ଯୁବକଙ୍କୁ ମଦ କାଚ ଭୁସି ହତ୍ୟା
ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହରର ରାମକୃଷ୍ଣ ନଗରରେ ଜଣେ ଯୁବକଙ୍କୁ ମଦ କାଚରେ ଭୁସି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କ୍ରିଷ୍ଣା କଣ୍ଡାଗରି (୩୦)। ତାଙ୍କ ଘର ରାୟଗଡ଼ା ସହରର ରେଳବାଇ କୋଲୋନୀରେ। ଘାସିରାମ ଝୋଡିଆ ନାମକ ଯୁବକ ତାଙ୍କୁ…
ଭାଲୁ ସହ ଅଧଘଣ୍ଟାର ଲଢେଇ, ପରେ…
ବୈପାରୀଗୁଡା ୧୭।୨: ଭାଲୁ ସହ ଅଧଘଣ୍ଟାର ଲଢେଇ । ହାରିଗଲା ଭାଲୁ, ମରଣ ମୁହଁରୁ ଜୀବନ ଫେରିପାଇଲେ ଯୁବକ। ଏଭଳି ଘଟଣା ଘଟିଛି କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଘଗୁଡାରେ । ସୂଚନାଯୋଗ୍ୟ, କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଘଗୁଡାରେ ଭାଲୁ…

