କୋଟିଆ ସମସ୍ୟାର ସମାଧାନ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ, ସାମିଲ ହେଲେ ବିଧାୟକ
କୋରାପୁଟ, ୨୬।୧୦ (ଅମିତାଭ ବେହେରା): କୋଟିଆ ସମସ୍ୟାର ସମାଧାନ ଦିଗରେ କୋରାପୁଟ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଜିଲାପାଳଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ କୋରାପୁଟ ଏସ୍ପି ରୋହିତ ବର୍ମାଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, କୋରାପୁଟ…

