ମୋହନଙ୍କୁ ଚିଠି ଲେଖିଲେ ନବୀନ, ଓଡ଼ିଶାର ଅଖଣ୍ଡତା ପାଇଁ ତୁରନ୍ତ…
ଭୁବନେଶ୍ୱର,୪ା୧୧: କୋଟିଆକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳନେତା ନବୀନ ପଟ୍ଟନାୟକ। ୨୦୨୪ ଭାଜପାର ଇସ୍ତାହାର ମନେ ପକାଇ ନବୀନ ମୋହନଙ୍କୁ ଚିଠି ଲେଖିଛନ୍ତି। ଏଥିରେ ନବୀନ ଲେଖିଛନ୍ତି, ଇସ୍ତାହାରର ପ୍ରତିଶ୍ରୁତି…
କୋଟିଆ ସୀମାନ୍ତଗାଁରେ ଓଡ଼ିଶାକୁ ବିରୋଧ, ଗୋ ବ୍ୟାକ୍ ସ୍ଲୋଗାନ…
ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ ସ୍ଥିତି ବିଗିଡ଼ିବାରେ ଲାଗିଛି । କୋଟିଆ ସୀମାନ୍ତ ନେରିଡିବାଲସା ଗ୍ରାମବାସୀ ଓଡ଼ିଶା ପ୍ରଶାସନ ଗୋ ବେକ ସ୍ଲୋଗାନ ଦେଇ ବିରୋଧ କରୁଥିବା ବେଳେ…
କଳି କବଳିତ କୋଟିଆ
କୋଟିଆ ପଞ୍ଚାୟତର ଫଗୁଣ ସିନେରି, ଗଞ୍ଜେଇ ପଦର ଓ ଫାଟୁସିନେରି ଗ୍ରାମରେ ନିର୍ବାଚନ ହେବ, ଯାହାକୁ ନେଇ ଓଡ଼ିଶା ରାଜନୀତି ସରଗରମ। ଆନ୍ଧ୍ରପ୍ରଦେଶରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା (୧୦ା୧୦ା୨୦୨୬)ଠାରୁ ଏଠାରେ ଆରମ୍ଭ ହୋଇଯାଇଛି ପରସ୍ପର ବିରୋଧୀ ବୟାନବାଜି ଓ…
କୋଟିଆରେ ଭଙ୍ଗା ଯାଇଥିବା ବୋର୍ଡ ପୁନଃସ୍ଥାପନ କଲା ଆନ୍ଧ୍ର: ନିର୍ବାଚନ ପାଇଁ ତତ୍ପରତା ପ୍ରକାଶ କରି…
ପଟ୍ଟାଙ୍ଗି,୨୪ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ବିବାଦ ପୁଣି ଥରେ ଘନୀଭୂତ ହୋଇଛି। ବିଜେଡି ପ୍ରତିନିଧି ଦଳ ଦ୍ୱାରା ଭଙ୍ଗାଯାଇଥିବା ଆନ୍ଧ୍ରର ତେଲୁଗୁ ବୋର୍ଡ…
କୋଟିଆରେ ନିର୍ବାଚନ କରିବାକୁ ଆନ୍ଧ୍ରର ଯୋଜନା, ପୁଣି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ରାଜ୍ୟ ସରକାର
କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟ ଜିଲାର ବିବାଦୀୟ କୋଟିଆ ପଞ୍ଚାୟତରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ନିର୍ବାଚନ କରାଇବା ଯୋଜନାକୁ ନେଇ ପୁଣି ଥରେ ରାଜ୍ୟରେ ତତ୍ପରତା ପ୍ରକାଶ ପାଇଛି। ସୁପ୍ରିମକୋର୍ଟଙ୍କ ସ୍ଥିତାବସ୍ଥା ନିର୍ଦ୍ଦେଶ ଉଲ୍ଲଂଘନ କରି ଆନ୍ଧ୍ର ସରକାର ଏଭଳି ପଦକ୍ଷେପ ନେଉଥିବା ଅଭିଯୋଗ…
କୋଟିଆବାସୀଙ୍କୁ ମାଉସୀ ଆବଶ୍ୟକ ନାହିଁ, ଜାଣନ୍ତୁ କାହିଁକି ଏମିତି କହିଲେ ସୁରେଶ ପୂଜାରୀ
ଭୁବନେଶ୍ୱର,୧୮ା୧୦: କୋଟିଆରେ ଆନ୍ଧ୍ର ନିର୍ବାଚନ କରିବା ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କୋଟିଆ ଓଡ଼ିଶାର, ଆନ୍ଧ୍ରର ଉଦ୍ୟମକୁ ପ୍ରତିହତ କରିବାକୁ ଚେଷ୍ଟା କରୁଛି। ୨୮ରେ ନିର୍ବାଚନ, ଦକ୍ଷିଣାଞ୍ଚଳ ରାଜସ୍ବ କମିଶନରଙ୍କୁ ନଜର ରଖିବାକୁ କହିଛୁ।…
ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ
ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍ପୋଷ୍ଟ ଲଗାଯାଇଥିବା ସହ ପୋଲିସ ମୁତୟନ ଦୃଶ୍ୟ ବର୍ତ୍ତମାନ ଦୁଇ ରାଜ୍ୟ ମଧ୍ୟରେ ବିବାଦ…
ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର
ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍ ଦେବାରେ ପଛଘୁଞ୍ଚା ଦେଉନାହିଁ ପଡୋଶୀ ଆନ୍ଧ୍ରପ୍ରଦେଶ। ଏପରି କିଛି ଘଟଣା ଆହୁରି ବିବାଦ ଆଡକୁ ଟାଣି…
କୋଟିଆରେ ପୁଣି ପଶିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ ଅନୁପ୍ରବେଶ କରିଥିବା ଦେଖିବାକୁ ମିଳିଛି। ପଞ୍ଚାୟତ କାର୍ଯ୍ୟାଳୟରୁ ଜଗନ୍ନାଥ ମନ୍ଦିର, ଆଶ୍ରମ ବିଦ୍ୟାଳୟ,…
କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ
କୋରାପୁଟ,୨୮ା୬(ଅମିତାଭ ବେହେରା): ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିବା ପରେ ପ୍ରଥମ ଥର ପାଇଁ କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ । ରଥଯାତ୍ରା ପାଇଁ ଭୁବନେଶ୍ବରରୁ ଆସି ଜୟପୁର ବିମାନବନ୍ଦରରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ…
କୋଟିଆ ପାଇଁ ୧୬ ଜଣିଆ କମିଟି
ଭୁବନେଶ୍ୱର,୨୩ା୫(ସୁନିତ୍ ମିଶ୍ର): କୋଟିଆ ବିବାଦ ପ୍ରସଙ୍ଗକୁ ନେଇ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି। ଏଥିରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅଧ୍ୟକ୍ଷ ଥିବାବେଳେ ମୋଟ ୧୬ ଜଣ କମିଟିରେ ରହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
କୋଟିଆ ସରକାରୀ ଜମିରେ ପ୍ରକଳ୍ପ କରି ଲାଭ ଉଠାଉଛି ଆନ୍ଧ୍ର
ପଟ୍ଟାଙ୍ଗି,୭ା୪(ଶରତ କୁମାର ଧଳ): ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗ୍ରାମଗୁଡ଼ିକରେ ରହିଥିବା ସରକାରୀ ଜମିର ସୁରକ୍ଷା ରାଜସ୍ବ ବିଭାଗର ଦାୟିତ୍ୱ। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ସରକାରୀ ଜମିରେ ଆନ୍ଧ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକରି ସୀମାନ୍ତବାସୀଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରୁଥିବା ଅଭିଯୋଗ…

