ସାର କଳବଜାର: କୃଷି ଭବନ ଘେରାଉ କରି ବିଜେଡି… ବଲାଙ୍ଗୀର,୧୯ା୯(ସୁନୀଲ କୁମାର ମହାନ୍ତି): ଜିଲାରେ ସାର କଳାବଜାର ପ୍ରସଙ୍ଗକୁ ନେଇ ବିଜେଡି ପକ୍ଷରୁ ସ୍ଥାନୀୟ କୃଷି ଭବନ ଘେରାଉ କରାଯାଇଥିଲା। କୃଷି ଭବନ ସମ୍ମୁଖରେ ପ୍ରଥମେ ବିଜେଡି ନେତା ଓ କର୍ମୀମାନେ ଚାଷୀଙ୍କ ଗହଣରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ...