ଆଜି ନା କାଲି? କେବେ ପାଳନ କରାଯିବ କୃଷ୍ଣ ଜନ୍ମାଷ୍ଟମୀ, ଜାଣନ୍ତୁ ତାରିଖକୁ ନେଇ ଥିବା ଦ୍ୱନ୍ଦ୍ୱ… କୃଷ୍ଣ ଜନ୍ମାଷ୍ଟମୀ ବା ଜନ୍ମବାର୍ଷିକୀ ପାଇଁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି । ଏହାର ଅର୍ଥ ହେଉଛି ଜନ୍ମାଷ୍ଟମୀ ଶୁକ୍ରବାର ଅର୍ଥାତ୍ ସେପ୍ଟେମ୍ବର ୪ ତାରିଖରେ ପାଳନ କରାଯିବ । କ୍ୟାଲେଣ୍ଡର ଅନୁସାରେ, ଏହି ପର୍ବ ପ୍ରତିବର୍ଷ ଭାଦ୍ରପଦ…