ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା
ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ ନେଇ ବିବାଦ ଦେଖାଦେଇଥିଲା; ସୋସିଆଲ ମିଡିଆ ବ୍ୟବହାରକାରୀମାନେ ତାଙ୍କ ପୋଷାକକୁ ନେଇ ତାଙ୍କୁ…
କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…
ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଲେଖିଛନ୍ତି, ଜଣେ ମହିଳା କ’ଣ ପିନ୍ଧନ୍ତି, କ’ଣ…
ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼
ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ ନେଇ ଅଭିନେତ୍ରୀ କ୍ରିତି ସାନନ ବିବାଦରେ ଫସିଛନ୍ତି। ଏହି ବିଜ୍ଞାପନ ନେଇ ସୋସିଆଲ…

