ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ୱରରେ ୪୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ…
ଭୁବନେଶ୍ୱର,୧୧ା୯: ରାଜଧାନୀ ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ଆଦର୍ଶ ଗୋ’ଶାଳା ନିର୍ମାଣ ହେବ। ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କହିଛନ୍ତି, ରାଜଧାନୀର ବୁଲାଗୋରୁଙ୍କୁ ସେଠାରେ ରଖାଯିବ। ଏଥିନିମନ୍ତେ ଜମି...
ରାଜ୍ୟରେ ଚାଲିବ ୧୦୦୦ ଇ-ବସ୍
ଭୁବନେଶ୍ୱର,୨୯ା୮(ବନ୍ଦନା ସେଠୀ): ଓଡ଼ିଶା ଇଲେକ୍ଟ୍ରିକ୍ ବସ୍ (ଇ-ବସ୍) ଚଳାଚଳରେ ଦେଶରେ ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି। ରାଜ୍ୟରେ ଏବେ ୪୫୦ଟି ଇ-ବସ୍ ଚଳାଚଳ କରୁଥିବାବେଳେ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା...
ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ, ଜମି ଯୋଗାଇବେ ସରକାର
ଭୁବନେଶ୍ୱର,୨୪ା୮: ଓଡ଼ିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସରକାର ଜମି ଓ ବର୍ଜ୍ୟ ଯୋଗାଇବେ, କମ୍ପାନୀ ତା’ର ପ୍ଲାଣ୍ଟ ତିଆରି କରିବ। ଟ୍ବିନ୍ ସିଟିରେ...
ଘୋଷଣା ହେବ ଆଉ ୯ ନୂଆ NAC, ନଗର ଉନ୍ନୟନ ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୧ା୮: ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଗତ ୧୬ ତାରିଖରେ ୧୨ଟି NAC ଘୋଷଣା ହୋଇଥିଲା। ଅନ୍ୟ ଯେଉଁ ଜିଲାରେ NAC...
ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’
ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି...
ରାଗି ଫାୟାର୍ ହେଲେ ମନ୍ତ୍ରୀ, କାହିଁକି ଚିହିଁକି ଉଠି କହିଲେ କଣ ତାମସା ଚାଲିଛି, ଏଠିପାଲା ଚଲେଇଛ…
ଭୁବନେଶ୍ୱର,୫।୨: ଅଭିଯୋଗ ପ୍ରକୋଷ୍ଠରେ ରାଗି ଫାୟାର୍ ହେଲେ ମନ୍ତ୍ରୀ। ବିଡିଓ ସାଙ୍ଗେ ସାଙ୍ଗେ ତାଙ୍କୁ ଡାକ ମୁଁ ସସପେଣ୍ଡ୍ କରିବି । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଜନ ଅଭିଯୋଗ ଶୁଣାଣି ସମୟରେ। ମୟୂରଭଞ୍ଜ...
ଜେଲ୍ରେ ପୂରାଇବୁ ନା ସସ୍ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…
ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍ ରାସ୍ତାରେ ଏନ୍ଏଚ୍ ଅଧିକାରୀଙ୍କୁ ଫୋନ୍ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର। ମୟୂରଭଞ୍ଜ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ...
କୃଷ୍ଣଚନ୍ଦ୍ରଙ୍କୁ ମିଳିଲା ମନ୍ତ୍ରୀପଦ, କର୍ମୀ ମହଲରେ ଉତ୍ସାହ
ମୋରଡ଼ା,୧୨ା୬(ସ୍ମାରକ ମାଜୀ): ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ସଂଖ୍ୟା ଗରିଷ୍ଠତା ହାସଲ କରି ଏକାକୀ ସରକାର ଗଠନ କରିଛି। ଏହି ପରିପ୍ରେକ୍ଷୀରେ ବୁଧବାର ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝିଙ୍କ ସମେତ ୧୫ ଜଣ ବିଧାୟକ...
Archives


