ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ
ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ କୋଠରିରେ ନୁହେଁ, ବରଂ ଜନସାଧାରଣଙ୍କ ଦ୍ୱାରଦେଶରେ ଥାଏ। ଭାରତୀୟ ଗଣତନ୍ତ୍ରର ମୂଳଦୁଆ ସ୍ଥାନୀୟ…
ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍ବିକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏପରି ନିର୍ଦ୍ଦେଶ ଦେଇଛନ୍ତି। ଲଗାଣ ବର୍ଷା ପାଇଁ ସହରାଞ୍ଚଳରେ ଜଳବନ୍ଦୀ ଓ…
ବଢ଼ିବ ଆମ ବସ୍ ସେବାର କଳେବର: ନଗର ଉନ୍ନୟନ ମନ୍ତ୍ରୀ ଦେଲେ ବଡ଼ ଅପ୍ଡେଟ୍
ଭୁବନେଶ୍ୱର,୨୩।୨: ରାଜ୍ୟରେ ବଢ଼ିବ ଆମ ବସ୍ ସେବାର କଳେବର। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ ୬୦୦ ଇ-ବସ କିଣିବାକୁ ରାଜ୍ୟ ସରକାରଙ୍କ ଯୋଜନା କରିଛନ୍ତି। ପିଏମ୍ ଇ-ବସ ସେବା ଯୋଜନାରେ ରାଜ୍ୟକୁ…
ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…
ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ ଗତିଶୀଳତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ଐତିହାସିକ ପଦକ୍ଷେପ ସ୍ବରୂପ ଓଡ଼ିଶା ସରକାର…
ଆଦିବାସୀ ମହୋତ୍ସବ ‘ପରବ’ ଉଦ୍ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ
କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ମୁଖ୍ୟ ମଣ୍ଡପରେ ଆଦିବାସୀ ସଂସ୍କୃତି ଓ ଚାଲିଚଳଣିର ଝଲକ ଦେଖିବାକୁ ମିଳିବ।…
ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ୱରରେ ୪୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ…
ଭୁବନେଶ୍ୱର,୧୧ା୯: ରାଜଧାନୀ ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ଆଦର୍ଶ ଗୋ’ଶାଳା ନିର୍ମାଣ ହେବ। ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କହିଛନ୍ତି, ରାଜଧାନୀର ବୁଲାଗୋରୁଙ୍କୁ ସେଠାରେ ରଖାଯିବ। ଏଥିନିମନ୍ତେ ଜମି ଚିହ୍ନଟ…
ରାଜ୍ୟରେ ଚାଲିବ ୧୦୦୦ ଇ-ବସ୍
ଭୁବନେଶ୍ୱର,୨୯ା୮(ବନ୍ଦନା ସେଠୀ): ଓଡ଼ିଶା ଇଲେକ୍ଟ୍ରିକ୍ ବସ୍ (ଇ-ବସ୍) ଚଳାଚଳରେ ଦେଶରେ ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି। ରାଜ୍ୟରେ ଏବେ ୪୫୦ଟି ଇ-ବସ୍ ଚଳାଚଳ କରୁଥିବାବେଳେ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦…
ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ, ଜମି ଯୋଗାଇବେ ସରକାର
ଭୁବନେଶ୍ୱର,୨୪ା୮: ଓଡ଼ିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସରକାର ଜମି ଓ ବର୍ଜ୍ୟ ଯୋଗାଇବେ, କମ୍ପାନୀ ତା’ର ପ୍ଲାଣ୍ଟ ତିଆରି କରିବ। ଟ୍ବିନ୍ ସିଟିରେ ପ୍ରାଥମିକ…
ଘୋଷଣା ହେବ ଆଉ ୯ ନୂଆ NAC, ନଗର ଉନ୍ନୟନ ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୧ା୮: ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଗତ ୧୬ ତାରିଖରେ ୧୨ଟି NAC ଘୋଷଣା ହୋଇଥିଲା। ଅନ୍ୟ ଯେଉଁ ଜିଲାରେ NAC ପାଇଁ…
ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’
ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି ବିଭାଗର…
ରାଗି ଫାୟାର୍ ହେଲେ ମନ୍ତ୍ରୀ, କାହିଁକି ଚିହିଁକି ଉଠି କହିଲେ କଣ ତାମସା ଚାଲିଛି, ଏଠିପାଲା ଚଲେଇଛ…
ଭୁବନେଶ୍ୱର,୫।୨: ଅଭିଯୋଗ ପ୍ରକୋଷ୍ଠରେ ରାଗି ଫାୟାର୍ ହେଲେ ମନ୍ତ୍ରୀ। ବିଡିଓ ସାଙ୍ଗେ ସାଙ୍ଗେ ତାଙ୍କୁ ଡାକ ମୁଁ ସସପେଣ୍ଡ୍ କରିବି । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଜନ ଅଭିଯୋଗ ଶୁଣାଣି ସମୟରେ। ମୟୂରଭଞ୍ଜ ଜିଲା…
ଜେଲ୍ରେ ପୂରାଇବୁ ନା ସସ୍ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…
ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍ ରାସ୍ତାରେ ଏନ୍ଏଚ୍ ଅଧିକାରୀଙ୍କୁ ଫୋନ୍ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର। ମୟୂରଭଞ୍ଜ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ରାସ୍ତାକାମ…

