Tag Archives: krushna chandra patra

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଏପର୍ଯ୍ୟନ୍ତ ୧୦ ଲକ୍ଷ ୫୦ ହଜାର ମେଟ୍ରିକ୍‌ ଟନ ଧାନ କିଣା ଯାଇଛି।...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି ଶେଷ ହେଉଥିବା ବେଳେ ଆହୁରି ଦୁଇମାସ ସମୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର...

ମନ୍ତ୍ରୀଙ୍କ ବଡ଼ ବୟାନ: ଅଯୋଗ୍ୟ କଟିବାରୁ ୨୧୦ କୋଟି ବଞ୍ଚିଛି

ଭୁବନେଶ୍ୱର,୩୦ା୧୧(ସୁନିତ୍‌ ମିଶ୍ର): ମୁଲତବୀ ପ୍ରସ୍ତାବରେ ବିରୋଧୀ ଆଣିଥିବା ଅଭିଯୋଗକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଖଣ୍ଡନ କରିଛନ୍ତି। ସେ ଏହାର ଜବାବରେ କହିଛନ୍ତି, ଇ-କଓ୍ବୋଇସି ସର୍ଭେ ଆଳରେ ଗତ ଜୁନ୍‌ଠାରୁ ଜଣେ ହେଲେ ଯୋଗ୍ୟ...

ଦ୍ରବ୍ୟର ସଂଶୋଧିତ ମୂଲ୍ୟ ତୁରନ୍ତ ଉଲ୍ଲେଖ କର: ମନ୍ତ୍ରୀ

ଭୁବନେଶ୍ୱର,୧୫ା୯ (ରବିନାରାୟଣ ଜେନା): ଦ୍ରବ୍ୟ ଓ ସେବାକର(ଜିଏସ୍‌ଟି) ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଜିଏସ୍‌ଟି ପରିଷଦ ବୈଠକରେ ଯେଉଁ ସଂଶୋଧନ ହୋଇଛି ତାହାକୁ ତୃଣମୂଳସ୍ତରରେ ଗ୍ରାହକମାନେ ଯେଭଳି ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ପ୍ରତ୍ୟେକ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ଜିଲାରେ ପ୍ରତିଷ୍ଠା ହେବ…

ଭୁବନେଶ୍ୱର,୨୩ା୮: ରାଜ୍ୟର ପ୍ରତି ଜିଲାରେ ବିଜ୍ଞାନ କ୍ଷେତ୍ରରେ ହେବ ପ୍ରୋଜେକ୍ଟ। ଏନେଇ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଏବେ ରାଜ୍ୟର ପ୍ରତ୍ୟେକ ଜିଲାରେ ପ୍ଲାନେଟୋରିୟମ କାମ ଚାଲିଛି। ଅନେକ ଜାଗାରେ କାମ ସରିଆସିଲାଣି,...

୨୦ ଲକ୍ଷ କରିନାହାନ୍ତି ଇ- କେଓ୍ବାଇସି, କାଟି ଦିଆଯିବ ରାଶନ କାର୍ଡ: ମନ୍ତ୍ରୀ

ଭୁବନେଶ୍ୱର,୬ା୬(ସୁନିତ୍‌ ମିଶ୍ର): ରାଜ୍ୟର ୨୦ ଲକ୍ଷ ହିତାଧିକାରୀ ଏ ଯାଏଁ ଇ-କେଓ୍ବାଇସି କରିନାହାନ୍ତି। ଯେଉଁମାନେ ଜୁନ୍‌ ଶେଷ ସୁଦ୍ଧା ଇ-କେଓ୍ବାଇସି ନ କରିଥିବେ ସେମାନଙ୍କ ରାଶନ କାର୍ଡ କାଟି ଦିଆଯିବ। ପ୍ରାୟ ୫ ପ୍ରତିଶତ ଲୋକ ବର୍ତ୍ତମାନ ସୁଦ୍ଧା ଇ-କେଓ୍ବାଇସି...

ଗରିବଙ୍କ E-KYC ଭୁଲ୍‌ରେ କଟିଥିଲେ ଜଣାନ୍ତୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬ା୪: E-KYCରେ ଗରିବଙ୍କ ରାଶନକାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଯେଉଁ ଗରିବଙ୍କର E-KYC କଟିଛି ମୋତେ କୁହନ୍ତୁ। ଆମ ପାଖରେ ପର୍ଯ୍ୟାପ୍ତ କାର୍ଡ ଅଛି, ଆମେ ନୂଆ ଲୋକଙ୍କୁ ଦେବୁ। ଯଦି ଭୁଲରେ...

ନିଜ ଆଡୁ ଫେରାନ୍ତୁ ରାଶନ କାର୍ଡ, ଯୋଗାଣ ମନ୍ତ୍ରୀ କହିଲେ ସରକାର ଏବେ…

ଭୁବନେଶ୍ୱର,୨ା୩: ନିଜ ଆଡୁ ରାଶନ କାର୍ଡ ଫେରାଇବା ପାଇଁ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିବେଦନ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଗ୍ରାମାଞ୍ଚଳରେ ଯେଉଁମାନଙ୍କର ମାସିକ ଆୟ ୧୦ ହଜାର ଟଙ୍କା ସେମାନେ ତୁରନ୍ତ କାର୍ଡ ଫେରାଇ ଦିଅନ୍ତୁ।...

IT ଫାଇଲ କରିଥିଲେ ବି କଟିବନି ରାଶନ କାର୍ଡ, ଜାଣନ୍ତୁ କେମିତି: ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର,୨୫।୨: ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର। ଆୟକର ଫାଇଲ କରିଥିଲେ ବି କଟିବନି ରାଶନ କାର୍ଡ। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ଏନେଇ ରାଜ୍ୟ ସରକାର ଫିଜିକାଲ ଭେରିଫିକେସନ କରିବେ।...

Krushna Chandra Patra: ରାଜ୍ୟରେ ରହିଛନ୍ତି ଲକ୍ଷାଧିକ ଭୂତ ରାଶନକାର୍ଡଧାରୀ, ସବୁଠୁ ଏହି ଜିଲାରେ ଅଛନ୍ତି…

ଭୁବନେଶ୍ୱର,୧୯ା୨: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍‌ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। e-KYC ପରେ ସେମାନଙ୍କୁ ତାଲିକାରୁ ବାଦ୍‌ ଦିଆଯାଇଛି। ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର...

Krushna Chandra Patra: ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ପ୍ରତି ବ୍ଲକ୍‌ରେ ହେବ…

ଭୁବନେଶ୍ୱର,୧୭ା୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଚାଷୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ପ୍ରତି ବ୍ଲକରେ ଗୋଟିଏ ଲେଖାଏ ଶୀତଳଭଣ୍ଡାର ଖୋଲାଯିବ। ଫଳରେ ଚାଷୀଙ୍କ କଷ୍ଟ ଉପାର୍ଜିତ ଖାଦ୍ୟଶସ୍ୟ ନଷ୍ଟ ହେବ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ିଲା E-KYC ଅବଧି, ଜାଣନ୍ତୁ କେତେ ତାରିଖ ଯାଏ ବଢ଼ାଇଲେ ସରକାର

ଭୁବନେଶ୍ୱର,୧୫ା୨: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର E-KYCକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏହି ଅବଧି ଆଉ ଫେବୃଆରୀ ୧୫ ପରେ ବଢ଼ିବନି ବୋଲି ମନ୍ତ୍ରୀ ପୂର୍ବରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri