Tag Archives: krushna chandra patra

ରାଜ୍ୟରେ ଏତିକି ଦିନ ପାଇଁ ମହଜୁଦ୍‌ ଅଛି ତେଲ, ଆତଙ୍କିତ ନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୫: ରାଜ୍ୟରେ ପେଟ୍ରୋଲ, ଡିଜେଲର ଅଭାବ ନାହିଁ ବୋଲି ଶୁକ୍ରବାର କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ତୈଳ ମହଜୁଦ୍‌ ଅଛି। ଆତଙ୍କିତ ହୋଇ ତେଲ ନ କିଣିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ପାତ୍ର।…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର କ୍ୟାପିଟାଲ ଥାନା ଅଞ୍ଚଳରେ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟର୍ସରୁ ଘରୋଇ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଏପରି କି ପୋଲିସ ରାତି ଅଧିଆ ଶବ ବ୍ୟବଛେଦ…

ମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ, ପରିବାର ସହ…

ଭୁବନେଶ୍ୱର,୩୦ା୧: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲାର। ବିଦ୍ୟୁତ ଆଘାତରେ ସହାୟକଙ୍କ ମୃତ୍ୟୁ ହୋଇଥିବା ସୂଚନାରୁ ଜଣାପଡ଼ିଛି। ତେବେ କ୍ୟାପିଟାଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି । ଅନେକଙ୍କୁ ପରୋକ୍ଷ ଭାବେ ସେ ଟାର୍ଗେଟ କରିଛନ୍ତି । ଯୋଗାଣ ମନ୍ତ୍ରୀ କହିଛନ୍ତି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଏପର୍ଯ୍ୟନ୍ତ ୧୦ ଲକ୍ଷ ୫୦ ହଜାର ମେଟ୍ରିକ୍‌ ଟନ ଧାନ କିଣା ଯାଇଛି। ସେଥିମଧ୍ୟରୁ…

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି ଶେଷ ହେଉଥିବା ବେଳେ ଆହୁରି ଦୁଇମାସ ସମୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

ମନ୍ତ୍ରୀଙ୍କ ବଡ଼ ବୟାନ: ଅଯୋଗ୍ୟ କଟିବାରୁ ୨୧୦ କୋଟି ବଞ୍ଚିଛି

ଭୁବନେଶ୍ୱର,୩୦ା୧୧(ସୁନିତ୍‌ ମିଶ୍ର): ମୁଲତବୀ ପ୍ରସ୍ତାବରେ ବିରୋଧୀ ଆଣିଥିବା ଅଭିଯୋଗକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଖଣ୍ଡନ କରିଛନ୍ତି। ସେ ଏହାର ଜବାବରେ କହିଛନ୍ତି, ଇ-କଓ୍ବୋଇସି ସର୍ଭେ ଆଳରେ ଗତ ଜୁନ୍‌ଠାରୁ ଜଣେ ହେଲେ ଯୋଗ୍ୟ ବ୍ୟକ୍ତିଙ୍କ…

ଦ୍ରବ୍ୟର ସଂଶୋଧିତ ମୂଲ୍ୟ ତୁରନ୍ତ ଉଲ୍ଲେଖ କର: ମନ୍ତ୍ରୀ

ଭୁବନେଶ୍ୱର,୧୫ା୯ (ରବିନାରାୟଣ ଜେନା): ଦ୍ରବ୍ୟ ଓ ସେବାକର(ଜିଏସ୍‌ଟି) ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଜିଏସ୍‌ଟି ପରିଷଦ ବୈଠକରେ ଯେଉଁ ସଂଶୋଧନ ହୋଇଛି ତାହାକୁ ତୃଣମୂଳସ୍ତରରେ ଗ୍ରାହକମାନେ ଯେଭଳି ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ପ୍ରତ୍ୟେକ ପ୍ୟାକିଂରେ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ଜିଲାରେ ପ୍ରତିଷ୍ଠା ହେବ…

ଭୁବନେଶ୍ୱର,୨୩ା୮: ରାଜ୍ୟର ପ୍ରତି ଜିଲାରେ ବିଜ୍ଞାନ କ୍ଷେତ୍ରରେ ହେବ ପ୍ରୋଜେକ୍ଟ। ଏନେଇ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଏବେ ରାଜ୍ୟର ପ୍ରତ୍ୟେକ ଜିଲାରେ ପ୍ଲାନେଟୋରିୟମ କାମ ଚାଲିଛି। ଅନେକ ଜାଗାରେ କାମ ସରିଆସିଲାଣି, ଖୁବ୍‌ଶୀଘ୍ର…

୨୦ ଲକ୍ଷ କରିନାହାନ୍ତି ଇ- କେଓ୍ବାଇସି, କାଟି ଦିଆଯିବ ରାଶନ କାର୍ଡ: ମନ୍ତ୍ରୀ

ଭୁବନେଶ୍ୱର,୬ା୬(ସୁନିତ୍‌ ମିଶ୍ର): ରାଜ୍ୟର ୨୦ ଲକ୍ଷ ହିତାଧିକାରୀ ଏ ଯାଏଁ ଇ-କେଓ୍ବାଇସି କରିନାହାନ୍ତି। ଯେଉଁମାନେ ଜୁନ୍‌ ଶେଷ ସୁଦ୍ଧା ଇ-କେଓ୍ବାଇସି ନ କରିଥିବେ ସେମାନଙ୍କ ରାଶନ କାର୍ଡ କାଟି ଦିଆଯିବ। ପ୍ରାୟ ୫ ପ୍ରତିଶତ ଲୋକ ବର୍ତ୍ତମାନ ସୁଦ୍ଧା ଇ-କେଓ୍ବାଇସି କରିନାହାନ୍ତି।…

ଗରିବଙ୍କ E-KYC ଭୁଲ୍‌ରେ କଟିଥିଲେ ଜଣାନ୍ତୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬ା୪: E-KYCରେ ଗରିବଙ୍କ ରାଶନକାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଯେଉଁ ଗରିବଙ୍କର E-KYC କଟିଛି ମୋତେ କୁହନ୍ତୁ। ଆମ ପାଖରେ ପର୍ଯ୍ୟାପ୍ତ କାର୍ଡ ଅଛି, ଆମେ ନୂଆ ଲୋକଙ୍କୁ ଦେବୁ। ଯଦି ଭୁଲରେ କଟିଯାଇଛି,…

ନିଜ ଆଡୁ ଫେରାନ୍ତୁ ରାଶନ କାର୍ଡ, ଯୋଗାଣ ମନ୍ତ୍ରୀ କହିଲେ ସରକାର ଏବେ…

ଭୁବନେଶ୍ୱର,୨ା୩: ନିଜ ଆଡୁ ରାଶନ କାର୍ଡ ଫେରାଇବା ପାଇଁ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିବେଦନ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଗ୍ରାମାଞ୍ଚଳରେ ଯେଉଁମାନଙ୍କର ମାସିକ ଆୟ ୧୦ ହଜାର ଟଙ୍କା ସେମାନେ ତୁରନ୍ତ କାର୍ଡ ଫେରାଇ ଦିଅନ୍ତୁ। ସେହିପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri