କେଏସ୍ୟୁବି କଲେଜରେ ଆତ୍ମରକ୍ଷା ତାଲିମ ଶିବିର, ଛାତ୍ରୀମାନଙ୍କ ମଧ୍ୟରେ ସୁରକ୍ଷା….
ଭଞ୍ଜନଗର,୧୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଶକ୍ତିଶ୍ରୀ ଏମ୍ପାୱାରମେଣ୍ଟ ସେଲ୍ ପକ୍ଷରୁ ସୋମବାର ଆତ୍ମରକ୍ଷା ତାଲିମ ଶିବିର ‘ସେଲ୍ଫ ଡିଫେନ୍ସ’ ଅନୁଷ୍ଠିତ ହୋଇଯାଇଛି । କଲେଜ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀମାନଙ୍କ ମଧ୍ୟରେ…
କେଏସ୍ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ
ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ ଅଧୀନରେ ଆସୁଥିବା ବେଳେ ଏହି ମହାବିଦ୍ୟାଳୟ ଶିକ୍ଷା, ଭିତ୍ତିଭୂମି ସମେତ ଅନ୍ୟାନ୍ୟ କ୍ଷେତ୍ରରେ…


