ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କୁ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା…