ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜ୍ ପୂର୍ବରୁ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ, ବାଦ୍ ପଡ଼ିଲେ କୁଳଦୀପ, ସାମିଲ ହେଲେ….
ନୂଆଦିଲ୍ଲୀ,୧୪।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍ ଦଳରେ ଦୁଇଟି ବଡ଼ ପରିବର୍ତ୍ତନ କରିଛି ଚୟନ କମିଟି । ନଭେମ୍ବର ୧୯ ତାରିଖରୁ ୱେଲିଂଟନ୍ରେ ଆରମ୍ଭ ହେବାକୁ ଥିବା ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପାଇଁ ଯୁବ ଦ୍ରୁତ ବୋଲର…

