କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି। ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଅଗଷ୍ଟ ୨୩ରେ କଲମ୍ବୋରେ ଆରମ୍ଭ…