ଜଳିଲା କୁଲଡିହା ଅଭୟାରଣ୍ୟ
ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ଜଣାପଡିନାହିଁ। ଅନ୍ୟପକ୍ଷେ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା…
କୁଳଡିହାରେ ଆଜିଠୁ ବାଘ ଗଣନା ଆରମ୍ଭ
ନୀଳଗିରି,୨୦।୧୧: ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ ହୋଇଯାଇଛି।ବାଘ ଗଣନା ପାଇଁ ୧୭ଟି ଟିମ୍ ନିୟୋଜିତ ହୋଇଛନ୍ତି। ଏଥିରେ ୭୦ରୁ ଊର୍ଦ୍ଧ୍ୱ ବନ କର୍ମଚାରୀ ରହିଛନ୍ତି। ୭ଦିନ ଧରି କୁଳଡିହାରେ ବାଘ ଗଣନା କରାଯିବ ବୋଲି ବନ…
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଆଜି ଖୋଲିଲା କୁଲଡିହା ଅଭୟାରଣ୍ୟ
ନୀଳଗିରି,୧ା୧୧: ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ନଭେମ୍ବର ୧ରୁ ଖୋଲିଛି କୁଲଡିହା ଅଭୟାରଣ୍ୟ। ବର୍ଷା ଋତୁ ତଥା ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ୍ ୧୫ରୁ ଏହି ଅଭୟାରଣ୍ୟ ବନ୍ଦ ରହିଥିଲା। ପୁଣି ପର୍ଯ୍ୟଟନ ଋତୁ ଆସିବାରୁ ପ୍ରତ୍ୟେକ…

