Kundura-Jaipur

କୁନ୍ଦୁରା-ଜୟପୁରକୁ ଗଡ଼ିଲା ସରକାରୀ ବସ: ପୂରଣ ହେଲା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି

କୁନ୍ଦୁରା,୧୨ା୧,(ସନ୍ତୋଷ ପ୍ରହରାଜ): କୁନ୍ଦୁରା ବ୍ଲକବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। କୋଟପାଡ଼ ବିଧାୟକ ରୂପୁ ଭତ୍ରାଙ୍କ ପ୍ରଚେଷ୍ଟାରେ କୁନ୍ଦୁରା ବ୍ଲକର ପଖନାଗୁଡ଼ା ଠାରୁ ବ୍ୟବସାୟିକ ପ୍ରାଣକେନ୍ଦ୍ର…

9 hours ago