ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ ହୋଇଯାଇଛି । ବିଭିନ୍ନ ଦିବସର ୬ଟି ଅଧିବେଶନରେ ପ୍ରାୟ ୫୦ ହଜାରରୁ ଉର୍ଦ୍ଧ...