ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି.. ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଥିଲା। ଯାହା ଫଳରେ ଉକ୍ତ ଇଣ୍ଡିଗୋ ବିମାନକୁ ଅହମ୍ମଦାବାଦ…