କୁଏତ୍ର ନିଷ୍ପତ୍ତିରେ ବଢ଼ିଲା ପାକିସ୍ତାନର ଚିନ୍ତା, ଇରାନ ଯୁଦ୍ଧ ସମୟରେ ଏପରି ଘଟିଲା ଯାହା… କତାର,୮ା୩: ଇରାନରେ ବଢ଼ୁଥିବା ଯୁଦ୍ଧ ଏବେ ବିଶ୍ୱ ଶକ୍ତି ବଜାରକୁ ପ୍ରଭାବିତ କରୁଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ ଅନେକ ତୈଳ ଉତ୍ପାଦନକାରୀ ଦେଶ ଉତ୍ପାଦନ ଏବଂ ରପ୍ତାନୀ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଉଛନ୍ତି। ଏହି…