ଲେଡିଜ୍ ହଷ୍ଟେଲ ବାଥ୍ରୁମ୍ରେ ଚୋରା କ୍ୟାମେରା ଲାଗିବା ଘଟଣା: ପୋଲିସ ଦେଲା ଆଶ୍ଚର୍ଯ୍ୟ କଲା ଭଳି ବୟାନ ହାଇଦ୍ରାବାଦ,୩୧ା୮: ଆନ୍ଧ୍ରପ୍ରଦେଶର କୃଷ୍ଣ ଜିଲାର ଇଞ୍ଜିନିୟରିଂ କଲେଜର ଲେଡିଜ୍ ହଷ୍ଟେଲ୍ ବାଥ୍ରୁମ୍ରେ ଚୋରା କ୍ୟାମେରା ଲାଗିବା ଘଟଣାକୁ ନେଇ ଆନ୍ଦୋଳନ ହେଉଛି। ଛାତ୍ରୀଛାତ୍ର କ୍ରମାଗତ ଭାବରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ଏବଂ କୌଣସି ପରିସ୍ଥିତିରେ ଅପରାଧୀଙ୍କୁ ରକ୍ଷା ନ କରିବାକୁ...